ସବୁ ଚର୍ଚ୍ଚା ଆଲୋଚନାରେ ପୂର୍ଣ୍ଣଛେଦ
ଜଗନ୍ନାଥଙ୍କ ମୁଖ୍ୟ ବାଡ଼ଗ୍ରାହୀ ଓ ବରିଷ୍ଠ ଦଇତାପତି କିନ୍ତୁ ଏହାକୁ ସହଜରେ ଗ୍ରହଣ କରିପାରୁନାହାନ୍ତି। ଏମିତିକି ASI ତଥ୍ୟର ସାର୍ବଜନୀନ କରିବାକୁ ଦାବି କଲେଣି।
ସବୁ ଚର୍ଚ୍ଚା ଆଲୋଚନାରେ ପୂର୍ଣ୍ଣଛେଦ, ଶ୍ରୀମନ୍ଦିର ରତ୍ନଭଣ୍ଡାର ଭିତରେ ନାହିଁ ଅଧିକ କୋଠରୀ କି ଗୁପ୍ତ ସୁଡ଼ଙ୍ଗ। ନିଜେ ଆଇନମନ୍ତ୍ରୀ ଏହି ସୂଚନା ଦେବା ସହ କାର୍ତ୍ତିକ ମାସ ପରେ ଫାଟ ମରାମତି ଓ ନୂଆବର୍ଷରୁ ଅଳଙ୍କାର ଗଣତି-ମଣତି ହେବ ବୋଲି କହିଛନ୍ତି। ତେଣେ ଜଗନ୍ନାଥଙ୍କ ମୁଖ୍ୟ ବାଡ଼ଗ୍ରାହୀ ଓ ବରିଷ୍ଠ ଦଇତାପତି କିନ୍ତୁ ଏହାକୁ ସହଜରେ ଗ୍ରହଣ କରିପାରୁନାହାନ୍ତି। ଏମିତିକି ASI ତଥ୍ୟର ସାର୍ବଜନୀନ କରିବାକୁ ଦାବି କଲେଣି।