ସବୁ ମୁଖିଆ ଏକାଠି, ପୁଣି ବଡ଼ ନିଷ୍ପତ୍ତି
ବର୍ତ୍ତମାନ ସ୍ଥିତି ଓ କାର୍ଯ୍ୟାନୁଷ୍ଠାନ ବାବାଦରେ ସିଡିଏସ୍ ଜେନେରାଲ୍ ଅନୀଲ ଚୌହାନ, ସ୍ଥଳସେନା ମୁଖ୍ୟ ଜେନେରାଲ୍ ଉପେନ୍ଦ୍ର ଦ୍ବିବେଦୀ, ନୌସେନା ମୁଖ୍ୟ ଆଡମିରାଲ୍ ଦିନେଶ ତ୍ରିପାଠୀ ଓ ଏୟାର୍ ଚିଫ୍ ମାର୍ଶଲ ଅମରପ୍ରୀତ ସିଂଙ୍କ ସହ ଆଲୋଚନା କରିଛନ୍ତି ପ୍ରଧାନମନ୍ତ୍ରୀ।