ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେଲେ ଶାହା, କହିଲେ ନିଜ ନିଜ ରାଜ୍ୟରେ ଥିବା…

ନୂଆଦିଲ୍ଲୀ,୨୫ା୪: ପହଲଗାମ ଆତଙ୍କବାଦୀ ଘଟଣାକୁ ନେଇ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଶୁକ୍ରବାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଡାକିଛନ୍ତି। ଉକ୍ତ ବୈଠକରେ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ କଥା ହୋଇ ପାକ୍‌ ନାଗରିକଙ୍କ ଭିଜା ବନ୍ଦ କରିବାକୁ ଶାହା ନିର୍ଦ୍ଦେଶ ଦେଇଛନ୍ତି। ନିଜ ରାଜ୍ୟରେ ଥିବା ପାକ୍‌ ନାଗରିକଙ୍କୁ ଚିହ୍ନଟ କର। ତାଙ୍କର ଭିଜା ବନ୍ଦ କରି ତୁରନ୍ତ ରାଜ୍ୟରୁ ବନ୍ଦ କରିବାକୁ ଶାହା ନିର୍ଦ୍ଦେଶ ଦେଇଛନ୍ତି। ସୂଚନାଯୋଗ୍ୟ, ଜମ୍ମୁ-କଶ୍ମୀର ପହଲଗାମଠାରେ ୨୨ ତାରିଖରେ ଆତଙ୍କବାଦୀଙ୍କ […] The post ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେଲେ ଶାହା, କହିଲେ ନିଜ ନିଜ ରାଜ୍ୟରେ ଥିବା… appeared first on Dharitri Odia News.

ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେଲେ ଶାହା, କହିଲେ ନିଜ ନିଜ ରାଜ୍ୟରେ ଥିବା…

ନୂଆଦିଲ୍ଲୀ,୨୫ା୪: ପହଲଗାମ ଆତଙ୍କବାଦୀ ଘଟଣାକୁ ନେଇ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଶୁକ୍ରବାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଡାକିଛନ୍ତି। ଉକ୍ତ ବୈଠକରେ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ କଥା ହୋଇ ପାକ୍‌ ନାଗରିକଙ୍କ ଭିଜା ବନ୍ଦ କରିବାକୁ ଶାହା ନିର୍ଦ୍ଦେଶ ଦେଇଛନ୍ତି। ନିଜ ରାଜ୍ୟରେ ଥିବା ପାକ୍‌ ନାଗରିକଙ୍କୁ ଚିହ୍ନଟ କର। ତାଙ୍କର ଭିଜା ବନ୍ଦ କରି ତୁରନ୍ତ ରାଜ୍ୟରୁ ବନ୍ଦ କରିବାକୁ ଶାହା ନିର୍ଦ୍ଦେଶ ଦେଇଛନ୍ତି।

ସୂଚନାଯୋଗ୍ୟ, ଜମ୍ମୁ-କଶ୍ମୀର ପହଲଗାମଠାରେ ୨୨ ତାରିଖରେ ଆତଙ୍କବାଦୀଙ୍କ ଆକ୍ରମଣରେ ୨୬ ଜଣଙ୍କ ମୃତ୍ୟୁ ହୋଇଥିଲା ଯେଉଁଥିରେ ଅଧିକାଂଶ ପର୍ଯ୍ୟଟକ ଥିଲେ ଏବଂ ଭାରତର ଅଲଗା ଅଲଗା ରାଜ୍ୟରୁ ଜମ୍ମୁ-କଶ୍ମୀର ବୁଲିବାକୁ ଯାଇଥିଲେ । ଆତଙ୍କବାଦୀଙ୍କ ମଧ୍ୟରେ ୨ ଜଣ ସ୍ଥାନୀୟ ମଧ୍ୟ ସାମିଲ ଥିଲେ ।

The post ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେଲେ ଶାହା, କହିଲେ ନିଜ ନିଜ ରାଜ୍ୟରେ ଥିବା… appeared first on Dharitri Odia News.