ସମ୍ବର୍ଦ୍ଧିତ ହେବେ ସମସ୍ତ ନିର୍ବାଚିତ ସାଂସଦ ଓ ବିଧାୟକ,ଉପସ୍ଥିତ ରହିବେ ମୁଖ୍ୟମନ୍ତ୍ରୀ ଓ ୨ ଉପମୁଖ୍ୟମନ୍ତ୍ରୀ
ଭୁବନେଶ୍ବର ୨୮/୬: ଆସନ୍ତା ରବିବାର ବିଜେପିର ସମ୍ବର୍ଦ୍ଧନା ଉତ୍ସବ । ବିଜେପିର ସମସ୍ତ ନିର୍ବାଚିତ ସାଂସଦ ଓ ବିଧାୟକମାନଙ୍କୁ ସମ୍ବର୍ଦ୍ଧନା ଦିଆଯିବ । ଭୁବନେଶ୍ବର ପ୍ରଦର୍ଶନୀ ପଡିଆରେ ଆୟୋଜିତ ହେବାକୁ ଥିବା ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ୨ ଉପମୁଖ୍ୟମନ୍ତ୍ରୀ ଉପସ୍ଥିତ ରହିବେ । ଏଥିସହିତ ମନ୍ତ୍ରୀମଣ୍ଡଳର ସମସ୍ତ ମନ୍ତ୍ରୀ ଉପସ୍ଥିତ ରହିବେ । କାର୍ଯ୍ୟକ୍ରମରେ କେନ୍ଦ୍ରୀୟ ନେତୃତ୍ବ ମଧ୍ୟ ଉପସ୍ଥିତ ରହିବାର ସୂଚନା ରହିଛି ।