ସମ୍ବଲପୁରରେ ମଧ୍ୟାହ୍ନ ସୁଦ୍ଧା ୪୩ ପ୍ରତିଶତ ମତଦାନ
ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଓକିଲ ସଂଘର ନିର୍ବାଚନ ପରିପ୍ରେକ୍ଷୀରେ ଜାରି ରହିଛି ମତଦାନ। ସମ୍ବଲପୁର ଓକିଲ ସଂଘ କାର୍ଯ୍ୟାଳୟ ପରିସରରେ ଶନିବାର ସକାଳ ସାଢ଼େ ୭ଟାରୁ ଆରମ୍ଭ ହୋଇ ଅପରାହ୍ନ ୩ଟା ପର୍ଯ୍ୟନ୍ତ ଚାଲିବ। ସମ୍ବଲପୁର ଓକିଲ ସଂଘରେ ମୋଟ୍ ୬୩୮ ମତଦାତା ଥିବା ବେଳେ ନିର୍ବାଚନରେ ମଧ୍ୟାହ୍ନ ୧୨ଟା ସୁଦ୍ଧା ୪୩ ପ୍ରତିଶତ ହାରରେ ୨୭୮ ମତଦାତା ମତଦାନ କରିଥିବା ସୂଚନା ମିଳିଛି। ଚଳିତ ନିର୍ବାଚନରେ ସଭାପତି ଓ ସାଧାରଣ ସମ୍ପାଦକ ପଦବୀରେ ୩ଜଣ […] The post ସମ୍ବଲପୁରରେ ମଧ୍ୟାହ୍ନ ସୁଦ୍ଧା ୪୩ ପ୍ରତିଶତ ମତଦାନ appeared first on Dharitri Odia News.
ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଓକିଲ ସଂଘର ନିର୍ବାଚନ ପରିପ୍ରେକ୍ଷୀରେ ଜାରି ରହିଛି ମତଦାନ। ସମ୍ବଲପୁର ଓକିଲ ସଂଘ କାର୍ଯ୍ୟାଳୟ ପରିସରରେ ଶନିବାର ସକାଳ ସାଢ଼େ ୭ଟାରୁ ଆରମ୍ଭ ହୋଇ ଅପରାହ୍ନ ୩ଟା ପର୍ଯ୍ୟନ୍ତ ଚାଲିବ। ସମ୍ବଲପୁର ଓକିଲ ସଂଘରେ ମୋଟ୍ ୬୩୮ ମତଦାତା ଥିବା ବେଳେ ନିର୍ବାଚନରେ ମଧ୍ୟାହ୍ନ ୧୨ଟା ସୁଦ୍ଧା ୪୩ ପ୍ରତିଶତ ହାରରେ ୨୭୮ ମତଦାତା ମତଦାନ କରିଥିବା ସୂଚନା ମିଳିଛି। ଚଳିତ ନିର୍ବାଚନରେ ସଭାପତି ଓ ସାଧାରଣ ସମ୍ପାଦକ ପଦବୀରେ ୩ଜଣ ଲେଖାଏ ପ୍ରାର୍ଥୀଙ୍କୁ ମିଶାଇ ବିଭିନ୍ନ ପଦବୀ ପାଇଁ ମୋଟ ୨୭ ଜଣ ପ୍ରାର୍ଥୀ ନିର୍ବାଚନ ମଇଦାନରେ ଅବତୀର୍ଣ୍ଣ ହୋଇଛନ୍ତି।
The post ସମ୍ବଲପୁରରେ ମଧ୍ୟାହ୍ନ ସୁଦ୍ଧା ୪୩ ପ୍ରତିଶତ ମତଦାନ appeared first on Dharitri Odia News.