ସମ୍ବଲପୁରୀ ଗାୟିକା ରୁକ୍ସନା ବାନୋଙ୍କ ସନ୍ଦେହ ଜନକ ମୃତ୍ୟୁ

କଳାହାଣ୍ଡି:  ଭବାନୀପାଟଣାର ସମ୍ବଲପୁରୀ ଗାୟିକା ରୁକ୍ସନା ବାନୋଙ୍କ ସନ୍ଦେହ ଜନକ ମୃତ୍ୟୁ। ସ୍ଲୋ ପଏଜନ୍ ଦେଇ ତାଙ୍କୁ ହତ୍ୟା କରାଯାଇଥିବା... The post ସମ୍ବଲପୁରୀ ଗାୟିକା ରୁକ୍ସନା ବାନୋଙ୍କ ସନ୍ଦେହ ଜନକ ମୃତ୍ୟୁ appeared first on .

ସମ୍ବଲପୁରୀ ଗାୟିକା ରୁକ୍ସନା ବାନୋଙ୍କ ସନ୍ଦେହ ଜନକ ମୃତ୍ୟୁ

କଳାହାଣ୍ଡି:  ଭବାନୀପାଟଣାର ସମ୍ବଲପୁରୀ ଗାୟିକା ରୁକ୍ସନା ବାନୋଙ୍କ ସନ୍ଦେହ ଜନକ ମୃତ୍ୟୁ। ସ୍ଲୋ ପଏଜନ୍ ଦେଇ ତାଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ କରିଛନ୍ତି ପରିବାର। ସ୍କ୍ରବ୍ ଟାଇଫସ୍ ନୁହେଁ, ବରଂ ବିଷ ଦେଇ ତାଙ୍କୁ ମାରି ଦିଆଯାଇଥିବା ଅଭିଯୋଗ ହୋଇଛି। ଜଣେ ଗାୟକଙ୍କ ଆଡ଼କୁ ପରିବାର ଲୋକ ଇଙ୍ଗିତ କରିଛନ୍ତି। ପ୍ରାୟ ୧୫ ଦିନ ତଳେ ବଲାଙ୍ଗିରରେ ସୁଟିଂ ବେଳେ ଅସୁସ୍ଥ ହୋଇ ପଡ଼ିଥିଲେ ରୁକ୍ସାନା। ବରଗଡ଼ର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ଗତକାଲି ତାଙ୍କର ମୃତ୍ୟୁ ହୋଇଛି । ଏନେଇ ପୋଲିସ ଘଟଣାର ତଦନ୍ତ କରୁଛି ।

The post ସମ୍ବଲପୁରୀ ଗାୟିକା ରୁକ୍ସନା ବାନୋଙ୍କ ସନ୍ଦେହ ଜନକ ମୃତ୍ୟୁ appeared first on .