ସରକାର ଗଠନ ନେଇ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ମୋଦି, ଜୁନ ୯ ରେ ଶପଥ ଉତ୍ସବ

ଜୁନ୯ ତାରିଖ ସଂଧ୍ୟା ୭ଟା ୧୫ ମିନିଟରେ ରାଷ୍ଟ୍ରପତି ଭବନରେ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବେ ନରେନ୍ଦ୍ର ମୋଦି । ସରକାର ଗଠନ ନେଇ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟି ଦାବି ଉପସ୍ଥାପନ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ୨୯୩ ସାଂସଦଙ୍କ ସମର୍ଥନ ପତ୍ର ରାଷ୍ଚ୍ରପତିଙ୍କୁ ପ୍ରଦାନ କରିଛନ୍ତି । ଏହା ପରେ ସରକାର ଗଠନ ପାଇଁ ମୋଦିଙ୍କୁ ନିମନ୍ତ୍ରଣ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ସାକ୍ଷାତ ପରେ ସରକାର ଗଠନ ନେଇ ରାଷ୍ଟ୍ରପତି ନିମନ୍ତ୍ରଣ […] The post ସରକାର ଗଠନ ନେଇ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ମୋଦି, ଜୁନ ୯ ରେ ଶପଥ ଉତ୍ସବ appeared first on KNews Odisha.

ସରକାର ଗଠନ ନେଇ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ମୋଦି, ଜୁନ ୯ ରେ  ଶପଥ ଉତ୍ସବ
pm

ଜୁନ୯ ତାରିଖ ସଂଧ୍ୟା ୭ଟା ୧୫ ମିନିଟରେ ରାଷ୍ଟ୍ରପତି ଭବନରେ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବେ ନରେନ୍ଦ୍ର ମୋଦି । ସରକାର ଗଠନ ନେଇ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟି ଦାବି ଉପସ୍ଥାପନ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ୨୯୩ ସାଂସଦଙ୍କ ସମର୍ଥନ ପତ୍ର ରାଷ୍ଚ୍ରପତିଙ୍କୁ ପ୍ରଦାନ କରିଛନ୍ତି । ଏହା ପରେ ସରକାର ଗଠନ ପାଇଁ ମୋଦିଙ୍କୁ ନିମନ୍ତ୍ରଣ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ସାକ୍ଷାତ ପରେ ସରକାର ଗଠନ ନେଇ ରାଷ୍ଟ୍ରପତି ନିମନ୍ତ୍ରଣ କରିଥିବା କହିଛନ୍ତି ମୋଦି । ଜୁନ ୯ତାରିଖ ସଂଧ୍ୟାରେ ମନ୍ତ୍ରୀଙ୍କ ତାଲିକା ରାଷ୍ଟ୍ରପତିଙ୍କୁ ପ୍ରଦାନ କରାଯିବ ।  ଏହା ପରେ ବିଧିବଦ୍ଧ ଶପଥ ସମାରୋହ ଆରମ୍ଭ ହେବ ।

The post ସରକାର ଗଠନ ନେଇ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ମୋଦି, ଜୁନ ୯ ରେ ଶପଥ ଉତ୍ସବ appeared first on KNews Odisha.