ସରକାର ବଦଳିବା ପରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପରୁ ୫୦୦ ରୁ ଉର୍ଦ୍ଧ୍ୱ ଫୋକସ ଲାଇଟ କାଢ଼ିନେଲେ

କେନ୍ୟୁଜ(ବ୍ୟୁରୋ) : ସରକାର ବଦଳିବା ପରେ ଶ୍ରୀମନ୍ଦିର ପରକ୍ରମା ପ୍ରକଳ୍ପରୁ ୫୦୦ ରୁ ଉର୍ଦ୍ଧ୍ୱ ଫୋକସ ଲାଇଟ କାଢ଼ି ନିଆଯାଇଥିବା ଅଭିଯୋଗ ହୋଇଛି । ଏହି ଫୋକସ ଲାଇଟ ପୁରୀ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଶୁଭ ଉଦ୍ଘାଟନ ବେଳେ ଲଗାଇଯାଇଥିଲା । ଏହି ଫୋକସ ଲାଇଟ ଲାଗିବା ଯୋଗୁ ଶ୍ରୀମନ୍ଦିର ସହ ଶ୍ରୀମନ୍ଦିର ପରିସର ରାତିରେ ଉଜ୍ଜଳ ଭାବେ ଦେଖାଯାଉଥିଲା । ଶ୍ରୀ ମନ୍ଦିର ସହ ବଡ଼ଦାଣ୍ଡ ପରିସର ମଧ୍ୟ ଉଜ୍ଜଳ ଆଲୋକରେ ସୁନ୍ଦର ଦିଶୁଥିଲା । […] The post ସରକାର ବଦଳିବା ପରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପରୁ ୫୦୦ ରୁ ଉର୍ଦ୍ଧ୍ୱ ଫୋକସ ଲାଇଟ କାଢ଼ିନେଲେ appeared first on KNews Odisha.

ସରକାର ବଦଳିବା ପରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପରୁ ୫୦୦ ରୁ ଉର୍ଦ୍ଧ୍ୱ ଫୋକସ ଲାଇଟ କାଢ଼ିନେଲେ
srimandir

କେନ୍ୟୁଜ(ବ୍ୟୁରୋ) : ସରକାର ବଦଳିବା ପରେ ଶ୍ରୀମନ୍ଦିର ପରକ୍ରମା ପ୍ରକଳ୍ପରୁ ୫୦୦ ରୁ ଉର୍ଦ୍ଧ୍ୱ ଫୋକସ ଲାଇଟ କାଢ଼ି ନିଆଯାଇଥିବା ଅଭିଯୋଗ ହୋଇଛି । ଏହି ଫୋକସ ଲାଇଟ ପୁରୀ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଶୁଭ ଉଦ୍ଘାଟନ ବେଳେ ଲଗାଇଯାଇଥିଲା । ଏହି ଫୋକସ ଲାଇଟ ଲାଗିବା ଯୋଗୁ ଶ୍ରୀମନ୍ଦିର ସହ ଶ୍ରୀମନ୍ଦିର ପରିସର ରାତିରେ ଉଜ୍ଜଳ ଭାବେ ଦେଖାଯାଉଥିଲା ।

ଶ୍ରୀ ମନ୍ଦିର ସହ ବଡ଼ଦାଣ୍ଡ ପରିସର ମଧ୍ୟ ଉଜ୍ଜଳ ଆଲୋକରେ ସୁନ୍ଦର ଦିଶୁଥିଲା । ହେଲେ ଏବେ ସରକାର ବଦଳିବା ପରେ ଏହି ଫୋକସ ଲାଇଟଗୁଡିକ ସେଠାରୁ କାଢ଼ି ନିଆଯାଇଥିବା ଅଭିଯୋଗ ହୋଇଛି । ତେବେ ଏ ସମ୍ପର୍କରେ ପୁରୀ ଶ୍ରୀମନ୍ଦିର ପ୍ରଶାସନ ତରଫରୁ କୌଣସି ପ୍ରତିକ୍ରିୟା ମିଳିନାହିଁ । ପ୍ରକାଶଯୋଗ୍ୟ, ଗତ ଜାନୁଆରୀ ୧୭ ତାରିଖରେ ୮୦୦ କୋଟି ଟଙ୍କା ବ୍ୟୟରେ ନିର୍ମିତ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଶୁଭ ଉଦଘାଟନ କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

The post ସରକାର ବଦଳିବା ପରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପରୁ ୫୦୦ ରୁ ଉର୍ଦ୍ଧ୍ୱ ଫୋକସ ଲାଇଟ କାଢ଼ିନେଲେ appeared first on KNews Odisha.