ସରକାରଙ୍କ ବଡ଼ ଘୋଷଣା, କେଜି ୩୦ ଟଙ୍କାରେ ଆଳୁ ଦେବୁ
ଭୁବନେଶ୍ୱର,୯।୮:ରାଜ୍ୟ ସରକାରଙ୍କ ବଡ଼ ଘୋଷଣା। କେଜି ୩୦ଟଙ୍କାରେ ଦିଆଯିବ ଆଳୁ। ଏନେଇ ଦିଲ୍ଲୀରୁ ସୂଚନା ଦେଇଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ମନ୍ତ୍ରୀ କହିଛନ୍ତି, ଆଲୋଚନା ସତ୍ତ୍ବେ ପଶ୍ଚିମବଙ୍ଗରୁ ଆଳୁ ଆସିପାରୁନାହିଁ। ତେଣୁ ରାଜ୍ୟ ସରକାର ନାଫେଡ ଜରିଆରେ ଆଳୁ ଆଣିବେ। ପଅରିଦିନ ରାଜ୍ୟକୁ ପର୍ଯ୍ୟାପ୍ତ ପରିମାଣର ଆଳୁ ଆସିଯିବ। ଉଚ୍ଚା ଦରରେ କିଣିଲେ ବି ଲୋକଙ୍କୁ ୩୦ ଟଙ୍କାରେ ଦେବୁ। ଆଳୁ ଅଭାବ ରହିବନି, ଯେତେ ଆବଶ୍ୟକ ସେତେ ଅଣାଯିବ ବୋଲି କୃଷ୍ଣପାତ୍ର କହିଛନ୍ତି। The post ସରକାରଙ୍କ ବଡ଼ ଘୋଷଣା, କେଜି ୩୦ ଟଙ୍କାରେ ଆଳୁ ଦେବୁ appeared first on Dharitri Odia News.
ଭୁବନେଶ୍ୱର,୯।୮:ରାଜ୍ୟ ସରକାରଙ୍କ ବଡ଼ ଘୋଷଣା। କେଜି ୩୦ଟଙ୍କାରେ ଦିଆଯିବ ଆଳୁ। ଏନେଇ ଦିଲ୍ଲୀରୁ ସୂଚନା ଦେଇଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର।
ମନ୍ତ୍ରୀ କହିଛନ୍ତି, ଆଲୋଚନା ସତ୍ତ୍ବେ ପଶ୍ଚିମବଙ୍ଗରୁ ଆଳୁ ଆସିପାରୁନାହିଁ। ତେଣୁ ରାଜ୍ୟ ସରକାର ନାଫେଡ ଜରିଆରେ ଆଳୁ ଆଣିବେ। ପଅରିଦିନ ରାଜ୍ୟକୁ ପର୍ଯ୍ୟାପ୍ତ ପରିମାଣର ଆଳୁ ଆସିଯିବ। ଉଚ୍ଚା ଦରରେ କିଣିଲେ ବି ଲୋକଙ୍କୁ ୩୦ ଟଙ୍କାରେ ଦେବୁ। ଆଳୁ ଅଭାବ ରହିବନି, ଯେତେ ଆବଶ୍ୟକ ସେତେ ଅଣାଯିବ ବୋଲି କୃଷ୍ଣପାତ୍ର କହିଛନ୍ତି।
The post ସରକାରଙ୍କ ବଡ଼ ଘୋଷଣା, କେଜି ୩୦ ଟଙ୍କାରେ ଆଳୁ ଦେବୁ appeared first on Dharitri Odia News.