ସରକାରଙ୍କୁ ପିସିସି ସଭାପତିଙ୍କ କଡ଼ା ଟାର୍ଗେଟ୍‌, କହିଲେ ଛାତ୍ରୀଙ୍କ ଅଭିଯୋଗକୁ ହାଲୁକା ଭାବେ ନିଆଯାଇ…

ଭୁବନେଶ୍ୱର,୧୩ା୭: ବାଲେଶ୍ବର ଫକୀରମୋହନ କଲେଜ ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣା ନେଇ ସରକାରଙ୍କୁ ପିସିସି ସଭାପତି ଭକ୍ତ ଦାସ କଡ଼ା ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି, କଂଗ୍ରେସ ପକ୍ଷରୁ ଘଟଣାକୁ ନେଇ ଆନ୍ଦୋଳନ କରାଯାଉଛି। ଠିକ୍‌ ଢଙ୍ଗରେ ଘଟଣାର ତଦନ୍ତ ହେବାର ଆବଶ୍ୟକତା ରହିଛି। ମହିଳା କଂଗ୍ରେସ ଆସନ୍ତାକାଲି ବାଲେଶ୍ବର ଫକୀରମୋହନ କଲେଜ ଯିବ। ଛାତ୍ରୀ କାହିଁକି ଆତ୍ମାହୁତି ଉଦ୍ୟମ କଲେ, ସମସ୍ତଙ୍କୁ ସେ ଅବଗତ କରିଥିଲେ। ତେବେ କାହିଁକି ଛାତ୍ରୀଙ୍କ ଅଭିଯୋଗକୁ ହାଲୁକା ଭାବେ ନିଆଯାଇଛି […] The post ସରକାରଙ୍କୁ ପିସିସି ସଭାପତିଙ୍କ କଡ଼ା ଟାର୍ଗେଟ୍‌, କହିଲେ ଛାତ୍ରୀଙ୍କ ଅଭିଯୋଗକୁ ହାଲୁକା ଭାବେ ନିଆଯାଇ… appeared first on Dharitri Odia News.

ସରକାରଙ୍କୁ ପିସିସି ସଭାପତିଙ୍କ କଡ଼ା ଟାର୍ଗେଟ୍‌, କହିଲେ ଛାତ୍ରୀଙ୍କ ଅଭିଯୋଗକୁ ହାଲୁକା ଭାବେ ନିଆଯାଇ…

ଭୁବନେଶ୍ୱର,୧୩ା୭: ବାଲେଶ୍ବର ଫକୀରମୋହନ କଲେଜ ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣା ନେଇ ସରକାରଙ୍କୁ ପିସିସି ସଭାପତି ଭକ୍ତ ଦାସ କଡ଼ା ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି, କଂଗ୍ରେସ ପକ୍ଷରୁ ଘଟଣାକୁ ନେଇ ଆନ୍ଦୋଳନ କରାଯାଉଛି। ଠିକ୍‌ ଢଙ୍ଗରେ ଘଟଣାର ତଦନ୍ତ ହେବାର ଆବଶ୍ୟକତା ରହିଛି। ମହିଳା କଂଗ୍ରେସ ଆସନ୍ତାକାଲି ବାଲେଶ୍ବର ଫକୀରମୋହନ କଲେଜ ଯିବ।
ଛାତ୍ରୀ କାହିଁକି ଆତ୍ମାହୁତି ଉଦ୍ୟମ କଲେ, ସମସ୍ତଙ୍କୁ ସେ ଅବଗତ କରିଥିଲେ। ତେବେ କାହିଁକି ଛାତ୍ରୀଙ୍କ ଅଭିଯୋଗକୁ ହାଲୁକା ଭାବେ ନିଆଯାଇଛି ବୋଲି ଭକ୍ତ ସରକାରଙ୍କୁ ପ୍ରଶ୍ନ କରି ଏହାର ଜବାବ ମାଗିଛନ୍ତି।

The post ସରକାରଙ୍କୁ ପିସିସି ସଭାପତିଙ୍କ କଡ଼ା ଟାର୍ଗେଟ୍‌, କହିଲେ ଛାତ୍ରୀଙ୍କ ଅଭିଯୋଗକୁ ହାଲୁକା ଭାବେ ନିଆଯାଇ… appeared first on Dharitri Odia News.