ସରକାରୀ ଦଳ ମୁଖ୍ୟ ସଚେତକ ଓ ଉପ ମୁଖ୍ୟ ସଚେତକ ନିଯୁକ୍ତ

ଭୁବନେଶ୍ବର: ସରୋଜ ପ୍ରଧାନ ହେଲେ ସରକାରୀ ଦଳ ମୁଖ୍ୟ ସଚେତକ। ବୌଦ୍ଧ ବିଧାୟକ ସରୋଜ ପ୍ରଧାନ ମୁଖ୍ୟ ସଚେତକ ଭବେ ନିଯୁକ୍ତ ପାଇଛନ୍ତି। ସେହିପରି ରେମୁଣା ବିଧାୟକ ଗୋବିନ୍ଦ ଚନ୍ଦ୍ର ଦାସଙ୍କୁ ସରକାରୀ ଦଳ ଉପମୁଖ୍ୟ ସଚେତକ ଭାବେ ନିଯୁକ୍ତ କରାଯାଇଛି। ଉଭୟଙ୍କୁ ନିଯୁକ୍ତି ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ।

Untitled 1 58