ସରକାରୀ ପାଣ୍ଠି ନିଜ ଆକାଉଣ୍ଟକୁ ୧ କୋଟି ୫ ଲକ୍ଷ ଟ୍ରାନ୍ସଫର କରି ଫସିଲେ ସରକାରୀ ବାବୁ

କଟକ,୨୨ା୭: ସରକାରୀ ପାଣ୍ଠି ନିଜ ଖାତାକୁ ଟ୍ରାନ୍ସଫର କରି ଫସିଲେ ମତ୍ସ୍ୟ ସମ୍ପଦ ବିଭାଗ ଉପନିର୍ଦ୍ଦେଶକ। ସରକାରୀ ପାଣ୍ଠି ନିଜ ଖାତାକୁ ଟ୍ରାନ୍ସଫର କରିବା ଅଭିଯୋଗରେ ଉପନିର୍ଦ୍ଦେଶକ ବସନ୍ତ ଦାଶଙ୍କ ଘରେ ଚଢ଼ାଉ କରିଛି ଭିଜିଲାନ୍ସ। କଟକ କାର୍ଯ୍ୟାଳୟ ସହ ଭୁବନେଶ୍ୱର, ପୁରୀ, ଭଦ୍ରକରେ ଭିଜିଲାନ୍ସ ଚଢ଼ାଉ ଜାରି ରହିଛି। The post ସରକାରୀ ପାଣ୍ଠି ନିଜ ଆକାଉଣ୍ଟକୁ ୧ କୋଟି ୫ ଲକ୍ଷ ଟ୍ରାନ୍ସଫର କରି ଫସିଲେ ସରକାରୀ ବାବୁ appeared first on Dharitri Odia News.

ସରକାରୀ ପାଣ୍ଠି ନିଜ ଆକାଉଣ୍ଟକୁ ୧ କୋଟି ୫ ଲକ୍ଷ ଟ୍ରାନ୍ସଫର କରି ଫସିଲେ ସରକାରୀ ବାବୁ

କଟକ,୨୨ା୭: ସରକାରୀ ପାଣ୍ଠି ନିଜ ଖାତାକୁ ଟ୍ରାନ୍ସଫର କରି ଫସିଲେ ମତ୍ସ୍ୟ ସମ୍ପଦ ବିଭାଗ ଉପନିର୍ଦ୍ଦେଶକ। ସରକାରୀ ପାଣ୍ଠି ନିଜ ଖାତାକୁ ଟ୍ରାନ୍ସଫର କରିବା ଅଭିଯୋଗରେ ଉପନିର୍ଦ୍ଦେଶକ ବସନ୍ତ ଦାଶଙ୍କ ଘରେ ଚଢ଼ାଉ କରିଛି ଭିଜିଲାନ୍ସ। କଟକ କାର୍ଯ୍ୟାଳୟ ସହ ଭୁବନେଶ୍ୱର, ପୁରୀ, ଭଦ୍ରକରେ ଭିଜିଲାନ୍ସ ଚଢ଼ାଉ ଜାରି ରହିଛି।

The post ସରକାରୀ ପାଣ୍ଠି ନିଜ ଆକାଉଣ୍ଟକୁ ୧ କୋଟି ୫ ଲକ୍ଷ ଟ୍ରାନ୍ସଫର କରି ଫସିଲେ ସରକାରୀ ବାବୁ appeared first on Dharitri Odia News.