ସରକାରୀ ମଦ ଦୋକାନରେ ନକଲି ମଦ
ଅସଲି କହି ବିକୁଥିଲେ ନକଲି ମଦ। ଆଉ ରାଜଧାନୀ ଭୁବନେଶ୍ୱରର ମଦୁଆ ଦୀର୍ଘ ଦିନ ଧରି ଅସଲି ଭାବି ନକଲି ମଦକୁ ଚାଖଣା ସହିତ ଢକଢକ କରି ପିଇ ଯାଉଥିଲେ।
ମଦୁଆଙ୍କୁ ଚକ୍ମା ଦେଲେ ସରକାରୀ ଲାଇସେନ୍ସପ୍ରାପ୍ତ ମଦ ଦୋକାନୀ। ଅସଲି କହି ବିକୁଥିଲେ ନକଲି ମଦ। ଆଉ ରାଜଧାନୀ ଭୁବନେଶ୍ୱରର ମଦୁଆ ଦୀର୍ଘ ଦିନ ଧରି ଅସଲି ଭାବି ନକଲି ମଦକୁ ଚାଖଣା ସହିତ ଢକଢକ କରି ପିଇ ଯାଉଥିଲେ। ହେଲେ ଆଜି ସରକାରୀ ଲାଇସେନ୍ସପ୍ରାପ୍ତ ମଦ ଦୋକାନୀରୁ ନକଲି ମଦ ମିଳିବା ପରେ ମଦୁଆଙ୍କ ଅକଲ ଗୁଡୁମ୍ ହୋଇଯାଇଛି।