ସରପଞ୍ଚଙ୍କୁ ଗୋଡ଼ାଇ ଗୋଡ଼ାଇ ଧରିଲେ ଭିଜିଲାନ୍ସ ଅଧିକାରୀ

ଭବାନୀପାଟଣା,୧୯।୭: କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକ ବୃନ୍ଦାବାହାଲ ସରପଞ୍ଚ ଦିନେଶ ରାଉତ ଶୁକ୍ରବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଦିନେଶ କାରରେ ଟଙ୍କା ନେଇ ଯାଉଥିବା ବେଳେ ତାଙ୍କୁ ଗୋଡ଼ାଇ ଗୋଡ଼ାଇ ଧରିଛନ୍ତି ଭିଜିଲାନ୍ସ ଅଧିକାରୀ । ତାଙ୍କ ଠାରୁ ୬ ଲକ୍ଷ ଟଙ୍କା ଜବତ ହୋଇଥିବା ବେଳେ ତାଙ୍କ ବୃନ୍ଦାବାହାଲ ସ୍ଥିତ ଘରେ ଚଢ଼ାଉ ଜାରି ରହିଛି। ଅନ୍ୟପକ୍ଷେ ଦିନେଶଙ୍କୁ ଅଟକ ରଖି ଭିଜିଲାନ୍ସ ପଚରାଉଚରା କରୁଛି। The post ସରପଞ୍ଚଙ୍କୁ ଗୋଡ଼ାଇ ଗୋଡ଼ାଇ ଧରିଲେ ଭିଜିଲାନ୍ସ ଅଧିକାରୀ appeared first on Dharitri Odia News.

ସରପଞ୍ଚଙ୍କୁ ଗୋଡ଼ାଇ ଗୋଡ଼ାଇ ଧରିଲେ ଭିଜିଲାନ୍ସ ଅଧିକାରୀ

ଭବାନୀପାଟଣା,୧୯।୭: କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକ ବୃନ୍ଦାବାହାଲ ସରପଞ୍ଚ ଦିନେଶ ରାଉତ ଶୁକ୍ରବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଦିନେଶ କାରରେ ଟଙ୍କା ନେଇ ଯାଉଥିବା ବେଳେ ତାଙ୍କୁ ଗୋଡ଼ାଇ ଗୋଡ଼ାଇ ଧରିଛନ୍ତି ଭିଜିଲାନ୍ସ ଅଧିକାରୀ । ତାଙ୍କ ଠାରୁ ୬ ଲକ୍ଷ ଟଙ୍କା ଜବତ ହୋଇଥିବା ବେଳେ ତାଙ୍କ ବୃନ୍ଦାବାହାଲ ସ୍ଥିତ ଘରେ ଚଢ଼ାଉ ଜାରି ରହିଛି। ଅନ୍ୟପକ୍ଷେ ଦିନେଶଙ୍କୁ ଅଟକ ରଖି ଭିଜିଲାନ୍ସ ପଚରାଉଚରା କରୁଛି।

The post ସରପଞ୍ଚଙ୍କୁ ଗୋଡ଼ାଇ ଗୋଡ଼ାଇ ଧରିଲେ ଭିଜିଲାନ୍ସ ଅଧିକାରୀ appeared first on Dharitri Odia News.