ସରିଲା ଖରା ଛୁଟି: କଳାହାଣ୍ଡିରେ ଖୋଲିବ ସ୍କୁଲ

ଭବାନୀପାଟଣା,୧୭।୬(ଉତ୍ତମ କୁମାର ଦାଶ): ସରିଲା ଖରା ଛୁଟି। ମଙ୍ଗଳବାରଠାରୁ କଳାହାଣ୍ଡି ଜିଲାରେ ଖୋଲିବ ସ୍କୁଲ। ସକାଳ ୬.୩୦ରୁ ୧୦.୩୦ ପର୍ଯ୍ୟନ୍ତ ଚାଲୁ ରହିବ ପାଠ ପଢା। ଏନେଇ କଳାହାଣ୍ଡି ଜିଲା ଶିକ୍ଷା ଅଧିକାରୀ ସୁଶାନ୍ତ ଚୋପଦାର ସୂଚନା ଦେଇଛନ୍ତି। The post ସରିଲା ଖରା ଛୁଟି: କଳାହାଣ୍ଡିରେ ଖୋଲିବ ସ୍କୁଲ appeared first on Dharitri Odia News.

ସରିଲା ଖରା ଛୁଟି: କଳାହାଣ୍ଡିରେ ଖୋଲିବ ସ୍କୁଲ

ଭବାନୀପାଟଣା,୧୭।୬(ଉତ୍ତମ କୁମାର ଦାଶ): ସରିଲା ଖରା ଛୁଟି। ମଙ୍ଗଳବାରଠାରୁ କଳାହାଣ୍ଡି ଜିଲାରେ ଖୋଲିବ ସ୍କୁଲ। ସକାଳ ୬.୩୦ରୁ ୧୦.୩୦ ପର୍ଯ୍ୟନ୍ତ ଚାଲୁ ରହିବ ପାଠ ପଢା। ଏନେଇ କଳାହାଣ୍ଡି ଜିଲା ଶିକ୍ଷା ଅଧିକାରୀ ସୁଶାନ୍ତ ଚୋପଦାର ସୂଚନା ଦେଇଛନ୍ତି।

The post ସରିଲା ଖରା ଛୁଟି: କଳାହାଣ୍ଡିରେ ଖୋଲିବ ସ୍କୁଲ appeared first on Dharitri Odia News.