ସରିଲା ପ୍ରଚାର, ଶନିବାର ଭୋଟ, ୪୬୦ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ୯୯.୬୧ ଲକ୍ଷ ଭୋଟର

ଭୁବନେଶ୍ୱର,୩୦।୫: ରାଜ୍ୟରେ ଚତୁର୍ଥ ତଥା ଶେଷ ପର୍ଯ୍ୟାୟ ମତଦାନ ଜୁନ ୧ ଅର୍ଥାତ୍‌ ଶନିବାର ଅନୁଷ୍ଠିତ ହେବ। ତେବେ ନିର୍ବାଚନର ଗୋଟିଏ ଦିନ ପୂର୍ବରୁ ଗୁରୁବାର ପ୍ରଚାର ଶେଷ ହୋଇଛି। ଏହି ଶେଷ ପର୍ଯ୍ୟାୟରେ ରାଜ୍ୟର ୬ଟି ସଂସଦୀୟ କ୍ଷେତ୍ର ଓ ୪୨ଟି ବିଧାନସଭା ଆସନରେ ମତଦାନ ହେବ । ୪୬୦ଜଣ ପ୍ରାର୍ଥୀଙ୍କ ଭାଗ୍ୟ ମୋଟ ୯୯ଲକ୍ଷ ୬୧ହଜାର ୫୭ଜଣ ଭୋଟର ନିର୍ଦ୍ଧାରଣ କରିବେ । ମତଦାନକୁ ଶାନ୍ତିଶୃଙ୍ଖଳାର ସହ ଶେଷ କରିବା ପାଇଁ ରାଜ୍ୟ ପୋଲିସ […] The post ସରିଲା ପ୍ରଚାର, ଶନିବାର ଭୋଟ, ୪୬୦ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ୯୯.୬୧ ଲକ୍ଷ ଭୋଟର appeared first on Dharitri Odia News.

ସରିଲା ପ୍ରଚାର, ଶନିବାର ଭୋଟ, ୪୬୦ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ୯୯.୬୧ ଲକ୍ଷ ଭୋଟର

ଭୁବନେଶ୍ୱର,୩୦।୫: ରାଜ୍ୟରେ ଚତୁର୍ଥ ତଥା ଶେଷ ପର୍ଯ୍ୟାୟ ମତଦାନ ଜୁନ ୧ ଅର୍ଥାତ୍‌ ଶନିବାର ଅନୁଷ୍ଠିତ ହେବ। ତେବେ ନିର୍ବାଚନର ଗୋଟିଏ ଦିନ ପୂର୍ବରୁ ଗୁରୁବାର ପ୍ରଚାର ଶେଷ ହୋଇଛି। ଏହି ଶେଷ ପର୍ଯ୍ୟାୟରେ ରାଜ୍ୟର ୬ଟି ସଂସଦୀୟ କ୍ଷେତ୍ର ଓ ୪୨ଟି ବିଧାନସଭା ଆସନରେ ମତଦାନ ହେବ । ୪୬୦ଜଣ ପ୍ରାର୍ଥୀଙ୍କ ଭାଗ୍ୟ ମୋଟ ୯୯ଲକ୍ଷ ୬୧ହଜାର ୫୭ଜଣ ଭୋଟର ନିର୍ଦ୍ଧାରଣ କରିବେ । ମତଦାନକୁ ଶାନ୍ତିଶୃଙ୍ଖଳାର ସହ ଶେଷ କରିବା ପାଇଁ ରାଜ୍ୟ ପୋଲିସ ବ୍ୟତୀତ ୧୨୫ କମ୍ପାନୀ କେନ୍ଦ୍ରୀୟ ଫୋର୍ସ ମୁତୟନ କରାଯାଇଛି । ମୋଟ ୧୦୮୮୨ଟି ମତଦାନ କେନ୍ଦ୍ରରେ ଶନିବାର ସକାଳ ୭ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ମତଦାନ ହେବ ।

The post ସରିଲା ପ୍ରଚାର, ଶନିବାର ଭୋଟ, ୪୬୦ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ୯୯.୬୧ ଲକ୍ଷ ଭୋଟର appeared first on Dharitri Odia News.