ସର୍ଜରୀ ପରେ ହସ୍ପିଟାଲରୁ ଡିସଚାର୍ଜ ହେଲେ ସୈଫ ଅଲି ଖାନ

ମୁମ୍ବାଇ: ସର୍ଜରୀ ପରେ ହସ୍ପିଟାଲରୁ ଡିସଚାର୍ଜ ହେଲେ ବଲିଉଡ ଅଭିନେତା ସୈଫ ଅଲି ଖାନ। ୫୩ ବର୍ଷୀୟ ଅଭିନେତା ତାଙ୍କର ଆଗାମୀ ଚଳଚ୍ଚିତ୍ର ‘ଦେବରା’ର ଶୁଟିଂ ସମୟରେ ଆହତ ହୋଇଥିଲେ। ଯାହା ପରେ ତାଙ୍କୁ ମୁମ୍ବାଇର କୋକିଳାବେନ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଅଭିନେତାଙ୍କର ଟ୍ରାଇସେପ ସର୍ଜରୀ କରାଯାଇଛି। ମଙ୍ଗଳବାର ଅପରାହ୍ନରେ ଅଭିନେତା ତାଙ୍କ ସର୍ଜରୀ ପରେ ପ୍ରଥମ ଥର ପାଇଁ ସର୍ବସାଧାରଣ ସାମ୍ନାକୁ ଆସିଥିଲେ। ବର୍ତ୍ତମାନ ଅଭିନେତାଙ୍କ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। The post ସର୍ଜରୀ ପରେ ହସ୍ପିଟାଲରୁ ଡିସଚାର୍ଜ ହେଲେ ସୈଫ ଅଲି ଖାନ appeared first on Dharitri Odia News.

ସର୍ଜରୀ ପରେ ହସ୍ପିଟାଲରୁ ଡିସଚାର୍ଜ ହେଲେ ସୈଫ ଅଲି ଖାନ

ମୁମ୍ବାଇ: ସର୍ଜରୀ ପରେ ହସ୍ପିଟାଲରୁ ଡିସଚାର୍ଜ ହେଲେ ବଲିଉଡ ଅଭିନେତା ସୈଫ ଅଲି ଖାନ। ୫୩ ବର୍ଷୀୟ ଅଭିନେତା ତାଙ୍କର ଆଗାମୀ ଚଳଚ୍ଚିତ୍ର ‘ଦେବରା’ର ଶୁଟିଂ ସମୟରେ ଆହତ ହୋଇଥିଲେ। ଯାହା ପରେ ତାଙ୍କୁ ମୁମ୍ବାଇର କୋକିଳାବେନ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଅଭିନେତାଙ୍କର ଟ୍ରାଇସେପ ସର୍ଜରୀ କରାଯାଇଛି। ମଙ୍ଗଳବାର ଅପରାହ୍ନରେ ଅଭିନେତା ତାଙ୍କ ସର୍ଜରୀ ପରେ ପ୍ରଥମ ଥର ପାଇଁ ସର୍ବସାଧାରଣ ସାମ୍ନାକୁ ଆସିଥିଲେ। ବର୍ତ୍ତମାନ ଅଭିନେତାଙ୍କ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି।

The post ସର୍ଜରୀ ପରେ ହସ୍ପିଟାଲରୁ ଡିସଚାର୍ଜ ହେଲେ ସୈଫ ଅଲି ଖାନ appeared first on Dharitri Odia News.