ସସ୍ତ୍ରୀକ ଭୋଟ୍‌ ଦେଲେ କଂଗ୍ରେସ ପ୍ରାର୍ଥୀ ନିପନ ଦାଶ

ବରଗଡ଼,୨୦ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ସୋମବାର ସକାଳ ୭ଟାରୁ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ମତଦାନ କେନ୍ଦ୍ରଗୁଡ଼ିକରେ ମତଦାତାଙ୍କ ଲମ୍ବା ଧାଡ଼ି ଲାଗିଛି। ଏହି କ୍ରମରେ ଚଳିତ ନିର୍ବାଚନରେ ବରଗଡ଼ ବିଧାନସଭା ଆସନରୁ ପ୍ରତିଦ୍ବନ୍ଦ୍ୱିତା କରୁଥିବା କଂଗ୍ରେସ ପ୍ରାର୍ଥୀ ନିପନ କୁମାର ଦାଶ ମତାଧିକାର ସାବ୍ୟସ୍ତ କରିଛନ୍ତି। ସେ ସ୍ତ୍ରୀ ଲିପିଙ୍କ ସହିତ ବରଗଡ଼ ବାଳିକା ଉଚ୍ଚ ବିଦ୍ୟାଳୟର ବୁ୍‌ ନମ୍ବର- ୮୬ରେ ନିଜ ମତାଧିକାର ସାବ୍ୟସ୍ତ କରିଛନ୍ତି। The post ସସ୍ତ୍ରୀକ ଭୋଟ୍‌ ଦେଲେ କଂଗ୍ରେସ ପ୍ରାର୍ଥୀ ନିପନ ଦାଶ appeared first on Dharitri Odia News.

ସସ୍ତ୍ରୀକ ଭୋଟ୍‌ ଦେଲେ କଂଗ୍ରେସ ପ୍ରାର୍ଥୀ ନିପନ ଦାଶ

ବରଗଡ଼,୨୦ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ସୋମବାର ସକାଳ ୭ଟାରୁ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ମତଦାନ କେନ୍ଦ୍ରଗୁଡ଼ିକରେ ମତଦାତାଙ୍କ ଲମ୍ବା ଧାଡ଼ି ଲାଗିଛି। ଏହି କ୍ରମରେ ଚଳିତ ନିର୍ବାଚନରେ ବରଗଡ଼ ବିଧାନସଭା ଆସନରୁ ପ୍ରତିଦ୍ବନ୍ଦ୍ୱିତା କରୁଥିବା କଂଗ୍ରେସ ପ୍ରାର୍ଥୀ ନିପନ କୁମାର ଦାଶ ମତାଧିକାର ସାବ୍ୟସ୍ତ କରିଛନ୍ତି। ସେ ସ୍ତ୍ରୀ ଲିପିଙ୍କ ସହିତ ବରଗଡ଼ ବାଳିକା ଉଚ୍ଚ ବିଦ୍ୟାଳୟର ବୁ୍‌ ନମ୍ବର- ୮୬ରେ ନିଜ ମତାଧିକାର ସାବ୍ୟସ୍ତ କରିଛନ୍ତି।

The post ସସ୍ତ୍ରୀକ ଭୋଟ୍‌ ଦେଲେ କଂଗ୍ରେସ ପ୍ରାର୍ଥୀ ନିପନ ଦାଶ appeared first on Dharitri Odia News.