ସହକାରୀ ଯନ୍ତ୍ରୀଙ୍କ ଅମାପ ସମ୍ପତ୍ତି, କୋଠା ଦେଖି ଭିଜିଲାନ୍ସ ତାଜୁବ

ବ୍ରହ୍ମପୁରର ତୁଳସୀ ନଗରରେ ସହକାରୀ ଯନ୍ତ୍ରୀ ପ୍ରସନ୍ନ କୁମାର ସ୍ୱାଇଁଙ୍କର ଏକ ୪ ମହଲା କୋଠା ଅଛି। ୯ ହଜାର ବର୍ଗଫୁଟ୍‌ରେ ନିର୍ମିତ ଏହି କୋଠାର ମୂଲ୍ୟ ପ୍ରାୟ ୨ କୋଟି ୪୦ ଲକ୍ଷ ଟଙ୍କା ହେବ।

ସହକାରୀ ଯନ୍ତ୍ରୀଙ୍କ ଅମାପ ସମ୍ପତ୍ତି, କୋଠା ଦେଖି ଭିଜିଲାନ୍ସ ତାଜୁବ

ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଆଜି ଭିଜିଲାନ୍ସ ପକ୍ଷରୁ ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଜଳସେଚନ ବିଭାଗ ସହକାରୀ ଯନ୍ତ୍ରୀ (ସିଭିଲ) ପ୍ରସନ୍ନ କୁମାର ସ୍ୱାଇଁଙ୍କ ଘରେ ଚଢ଼ାଉ କରାଯାଇଥିବା ବେଳେ ତାଙ୍କର ୬ଟି ବହୁତଳ କୋଠା ଠାବ କରାଯାଇଛି। ଦେଖନ୍ତୁ ପୂରା ରିପୋର୍ଟ ।