ସାଂଗଠନିକ ନିର୍ବାଚନ ପୂର୍ବରୁ ବିଜେଡିର ସଂଗଠନ ଚିନ୍ତା : ସମନ୍ବୟ କମିଟି ବୈଠକରେ ହେବ ଗୁରୁତ୍ବପୂର୍ଣ୍ଣ ଆଲୋଚନା

କନକବ୍ୟୁରୋ : ସାଙ୍ଗଠନିକ ନିର୍ବାଚନ ପୂର୍ବରୁ ବିଜେଡି ସଙ୍ଗଠନର ବୈଠକ । ଶଙ୍ଖ ଭବନରେ ବସିଲା ବିଜେଡି ସମନ୍ୱୟ କମିଟି ବୈଠକ। ବିଜେଡି ସଭାପତିଙ୍କ ନିର୍ଦ୍ଦେଶରେ  ସମନ୍ୱୟ କମିଟି ଅଧ୍ୟକ୍ଷ ଦେବୀ ମିଶ୍ରଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ ହୋଇଛି। ବୈଠକରେ ସମନ୍ୱୟ କମିଟିର ୧୩ ସଦସ୍ୟ ଏବଂ ଅନ୍ୟ କର୍ମୀ ଭର୍ଚୁଆଲ ମାଧ୍ୟମରେ ଯୋଡି ହୋଇଥିଲେ  । ବୈଠକରେ ଆଗକୁ ହେବାକୁ ଥିବା ସାଙ୍ଗଠନିକ ନିର୍ବାଚନ ବିଷୟରେ ଆଲୋଚନା ହୋଇଛି। ନିର୍ବାଚନ ପରିଚାଳନା ପାଇଁ ନିର୍ବାଚନ ମଣ୍ଡଳୀ ନେତା ଓ ଜିଲ୍ଲା ନେତାଙ୍କ ସହ ଆଲୋଚନା କରାଯାଇଛି । ଫେବୃଆରୀ ପ୍ରଥମ ସପ୍ତାହରେ DRO ନିଯୁକ୍ତି ହେବେ। ତା ପରେ ARO ନିଯୁକ୍ତି ପାଇଵେ। ନିର୍ବାଚନ ପ୍ରକ୍ରିୟା ଓଡ଼ିଆ ନବ ବର୍ଷ ପୂର୍ବରୁ ସରିବ । ଏଥିରେ କାର୍ଯ୍ୟକାରିଣୀ କମିଟି ସଦସ୍ୟ, ଷ୍ଟେଟ କାଉନସିଲ ସଦସ୍ୟ ବି ଏହି ସମୟରେ ନିର୍ବାଚିତ ହେବେ। ଏହା ସହ ଦଳୀୟ ସଭାପତି ନିର୍ବାଚନ ହେବେ । ବରିଷ୍ଠ ଓ ଯୁବକଙ୍କ ସମନ୍ୱୟରେ କାର୍ଯ୍ୟକ୍ରମ ହେବ ।   

ସାଂଗଠନିକ ନିର୍ବାଚନ ପୂର୍ବରୁ ବିଜେଡିର ସଂଗଠନ ଚିନ୍ତା : ସମନ୍ବୟ କମିଟି ବୈଠକରେ ହେବ ଗୁରୁତ୍ବପୂର୍ଣ୍ଣ ଆଲୋଚନା

କନକବ୍ୟୁରୋ : ସାଙ୍ଗଠନିକ ନିର୍ବାଚନ ପୂର୍ବରୁ ବିଜେଡି ସଙ୍ଗଠନର ବୈଠକ । ଶଙ୍ଖ ଭବନରେ ବସିଲା ବିଜେଡି ସମନ୍ୱୟ କମିଟି ବୈଠକ। ବିଜେଡି ସଭାପତିଙ୍କ ନିର୍ଦ୍ଦେଶରେ  ସମନ୍ୱୟ କମିଟି ଅଧ୍ୟକ୍ଷ ଦେବୀ ମିଶ୍ରଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ ହୋଇଛି। ବୈଠକରେ ସମନ୍ୱୟ କମିଟିର ୧୩ ସଦସ୍ୟ ଏବଂ ଅନ୍ୟ କର୍ମୀ ଭର୍ଚୁଆଲ ମାଧ୍ୟମରେ ଯୋଡି ହୋଇଥିଲେ  ।

ବୈଠକରେ ଆଗକୁ ହେବାକୁ ଥିବା ସାଙ୍ଗଠନିକ ନିର୍ବାଚନ ବିଷୟରେ ଆଲୋଚନା ହୋଇଛି। ନିର୍ବାଚନ ପରିଚାଳନା ପାଇଁ ନିର୍ବାଚନ ମଣ୍ଡଳୀ ନେତା ଓ ଜିଲ୍ଲା ନେତାଙ୍କ ସହ ଆଲୋଚନା କରାଯାଇଛି । ଫେବୃଆରୀ ପ୍ରଥମ ସପ୍ତାହରେ DRO ନିଯୁକ୍ତି ହେବେ। ତା ପରେ ARO ନିଯୁକ୍ତି ପାଇଵେ। ନିର୍ବାଚନ ପ୍ରକ୍ରିୟା ଓଡ଼ିଆ ନବ ବର୍ଷ ପୂର୍ବରୁ ସରିବ ।

ଏଥିରେ କାର୍ଯ୍ୟକାରିଣୀ କମିଟି ସଦସ୍ୟ, ଷ୍ଟେଟ କାଉନସିଲ ସଦସ୍ୟ ବି ଏହି ସମୟରେ ନିର୍ବାଚିତ ହେବେ। ଏହା ସହ ଦଳୀୟ ସଭାପତି ନିର୍ବାଚନ ହେବେ । ବରିଷ୍ଠ ଓ ଯୁବକଙ୍କ ସମନ୍ୱୟରେ କାର୍ଯ୍ୟକ୍ରମ ହେବ ।