ସାଂସଦ ଭାବେ ଶପଥ ନେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
ଆଜିଠୁ ଆରମ୍ଭ ହୋଇଛି ଅଷ୍ଟାଦଶ ଲୋକସଭାର ସ୍ବତନ୍ତ୍ର ଅଧିବେଶନ। ଗୃହରେ ନବନିର୍ବାଚିତ ସାଂସଦଙ୍କୁ ଶପଥପାଠ କରାଉଛନ୍ତି କାମଚଳା ବାଚସ୍ପତି ଭର୍ତ୍ତୃହରି ମହତାବ।
ଆଜିଠୁ ଆରମ୍ଭ ହୋଇଛି ଅଷ୍ଟାଦଶ ଲୋକସଭାର ସ୍ବତନ୍ତ୍ର ଅଧିବେଶନ। ଗୃହରେ ନବନିର୍ବାଚିତ ସାଂସଦଙ୍କୁ ଶପଥପାଠ କରାଉଛନ୍ତି କାମଚଳା ବାଚସ୍ପତି ଭର୍ତ୍ତୃହରି ମହତାବ। ଏହି ଅବସରରେ ସାଂସଦ ଭାବେ ଶପଥ ନେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।