ସାଇବର ଠକେଇର ଶିକାର ହେଲେ କୂଳପତି, ୧୪ ଲକ୍ଷ ଟଙ୍କା ଲୁଟି ନେଇଥିବା ଥାନାରେ ଅଭିଯୋଗ
ବ୍ରହ୍ମପୁର: ବ୍ରହ୍ମପୁର ବିଶ୍ୱ ବିଦ୍ୟାଳୟ କୂଳପତି ସାଇବର ଠକେଇର ଶିକାର ହେଲେ । ଭିସି ପ୍ରଫେସର ଗୀତାଞ୍ଜଳୀ ଦାସଙ୍କୁ ସାଇବର ଠକେଇ । ଡିଜିଟାଲ ଆରେଷ୍ଟ ଜରିଆରେ ୧୪ ଲକ୍ଷ ଟଙ୍କା ଲୁଟି ନେଇଥିବା ଥାନାରେ ଅଭିଯୋଗ ହୋଇଛି । ଇଡି ଅଫିସର ପରିଚୟ ଦେଇ ଡିଜିଟାଲ ଆରେଷ୍ଟ କରାଯାଇଥିବା କହିଛନ୍ତି କୁଳପତି । ଏ ନେଇ ସାଇବର ଥାନାରେ ଅଭିଯୋଗ ହୋଇଥିବା ଏସ.ପି.ଙ୍କ ସୂଚନା । ଏ ବିଷୟରେ ଜାଣିବା ପରେ, କୁଳପତି ପ୍ରଫେସର ଦାସ […] The post ସାଇବର ଠକେଇର ଶିକାର ହେଲେ କୂଳପତି, ୧୪ ଲକ୍ଷ ଟଙ୍କା ଲୁଟି ନେଇଥିବା ଥାନାରେ ଅଭିଯୋଗ appeared first on KNews Odisha.

ବ୍ରହ୍ମପୁର: ବ୍ରହ୍ମପୁର ବିଶ୍ୱ ବିଦ୍ୟାଳୟ କୂଳପତି ସାଇବର ଠକେଇର ଶିକାର ହେଲେ । ଭିସି ପ୍ରଫେସର ଗୀତାଞ୍ଜଳୀ ଦାସଙ୍କୁ ସାଇବର ଠକେଇ । ଡିଜିଟାଲ ଆରେଷ୍ଟ ଜରିଆରେ ୧୪ ଲକ୍ଷ ଟଙ୍କା ଲୁଟି ନେଇଥିବା ଥାନାରେ ଅଭିଯୋଗ ହୋଇଛି । ଇଡି ଅଫିସର ପରିଚୟ ଦେଇ ଡିଜିଟାଲ ଆରେଷ୍ଟ କରାଯାଇଥିବା କହିଛନ୍ତି କୁଳପତି ।
ଏ ନେଇ ସାଇବର ଥାନାରେ ଅଭିଯୋଗ ହୋଇଥିବା ଏସ.ପି.ଙ୍କ ସୂଚନା । ଏ ବିଷୟରେ ଜାଣିବା ପରେ, କୁଳପତି ପ୍ରଫେସର ଦାସ ସାଇବର ଥାନାରେ ଏତଲା ଦାୟର କରିଛନ୍ତି । ପ୍ରଫେସର ଦାସଙ୍କ ଏତଲା ଅନୁଯାୟୀ, ଜଣେ ବ୍ୟକ୍ତି ନିଜକୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀ ପରିଚୟ ଦେଇ ତାଙ୍କୁ ଡିଜିଟାଲ ଆରେଷ୍ଟ କରାଯାଇଥିବା କହିଥିଲେ ଫଳରେ ପ୍ରଫେସର ଦାସ ସମ୍ପୃକ୍ତ ବ୍ୟକ୍ତିକୁ ବ୍ୟାଙ୍କ ସମ୍ବନ୍ଧୀୟ ସମସ୍ତ ସୂଚନା ଦେଇଥିଲେ।
ପରେ ଜାଣିବାକୁ ପାଇଥିଲେ ଯେ ତାଙ୍କ ଆକାଉଣ୍ଟରୁ ୧୪ ଲକ୍ଷ ଟଙ୍କା ଗାଏବ ହୋଇଯାଇଛି।
Also read: ସାଇବର ଠକେଇର ଶିକାର ହେଲେ ଉଚ୍ଚ ଶିକ୍ଷିତା ମହିଳା ଅଧିକାରୀ, ହରାଇଲେ ୩ ଲକ୍ଷ ୩୯ହଜାର
The post ସାଇବର ଠକେଇର ଶିକାର ହେଲେ କୂଳପତି, ୧୪ ଲକ୍ଷ ଟଙ୍କା ଲୁଟି ନେଇଥିବା ଥାନାରେ ଅଭିଯୋଗ appeared first on KNews Odisha.