ସାଙ୍ଗରେ ପ୍ରଚାର କରୁଛନ୍ତି ଅରୂପ, ରୁଦ୍ର
ପୁରୀ,୧୬।୪: ନିର୍ବାଚନ ତାରିଖ ଯେତିକି ପାଖେଇ ଆସୁଛି ନେତାଙ୍କ ପ୍ରଚାର ମଧ୍ୟ ଜୋର ଧରିଛି। ଏହି ପରିପ୍ରେକ୍ଷୀରେ ବିଜେଡି ପକ୍ଷରୁ ସୋମବାର ପୁରୀ ନିର୍ବାଚନମଣ୍ଡଳୀରେ ପ୍ରଚାରକୁ ଜୋରଦାର କରାଯାଇଛି। ଡେଲାଙ୍ଗ ବ୍ଲକର ବିଭିନ୍ନ ପଞ୍ଚାୟତରେ ପୁରୀ ଲୋକସଭା ପ୍ରାର୍ଥୀ ଅରୂପ ପଟ୍ଟନାୟକ ଏବଂ ପିପିଲି ବିଧାୟକ ପ୍ରାର୍ଥୀ ରୁଦ୍ର ପ୍ରସାଦ ମହାରଥୀ ନିର୍ବାଚନ ପ୍ରଚାର କରୁଛନ୍ତି। ପ୍ରଚାରରେ ଡେଲାଙ୍ଗ ବ୍ଲକ ଅଧ୍ୟକ୍ଷା, ଜିଲା ପରିଷଦ ସଦସ୍ୟଙ୍କ ସମେତ ଅନେକ ନେତା ଓ କର୍ମୀ ସାମିଲ ହୋଇଛନ୍ତି। ଏପରିକି […] The post ସାଙ୍ଗରେ ପ୍ରଚାର କରୁଛନ୍ତି ଅରୂପ, ରୁଦ୍ର appeared first on Dharitri Odia News.
ପୁରୀ,୧୬।୪: ନିର୍ବାଚନ ତାରିଖ ଯେତିକି ପାଖେଇ ଆସୁଛି ନେତାଙ୍କ ପ୍ରଚାର ମଧ୍ୟ ଜୋର ଧରିଛି। ଏହି ପରିପ୍ରେକ୍ଷୀରେ ବିଜେଡି ପକ୍ଷରୁ ସୋମବାର ପୁରୀ ନିର୍ବାଚନମଣ୍ଡଳୀରେ ପ୍ରଚାରକୁ ଜୋରଦାର କରାଯାଇଛି।
ଡେଲାଙ୍ଗ ବ୍ଲକର ବିଭିନ୍ନ ପଞ୍ଚାୟତରେ ପୁରୀ ଲୋକସଭା ପ୍ରାର୍ଥୀ ଅରୂପ ପଟ୍ଟନାୟକ ଏବଂ ପିପିଲି ବିଧାୟକ ପ୍ରାର୍ଥୀ ରୁଦ୍ର ପ୍ରସାଦ ମହାରଥୀ ନିର୍ବାଚନ ପ୍ରଚାର କରୁଛନ୍ତି। ପ୍ରଚାରରେ ଡେଲାଙ୍ଗ ବ୍ଲକ ଅଧ୍ୟକ୍ଷା, ଜିଲା ପରିଷଦ ସଦସ୍ୟଙ୍କ ସମେତ ଅନେକ ନେତା ଓ କର୍ମୀ ସାମିଲ ହୋଇଛନ୍ତି। ଏପରିକି ରୋଡ ଶୋ’ କରି ବିଭିନ୍ନ ସ୍ଥାନରେ ସାଧାରଣ ସଭା କରାଯାଉଛି।
The post ସାଙ୍ଗରେ ପ୍ରଚାର କରୁଛନ୍ତି ଅରୂପ, ରୁଦ୍ର appeared first on Dharitri Odia News.