ସାଢ଼େ ୧୧ଟା ଯାଏ ଗୃହ ମୁଲତବୀ
ଭୁବନେଶ୍ୱର,୨୨ା୮: ଗୁରୁବାର ବିଧାନସଭା ଆରମ୍ଭରୁ ହଟ୍ଟଗୋଳ ହେବାରୁ ବାଚସ୍ପତି ସୁରମା ପାଢ଼ୀ ସାଢ଼େ ୧୧ଟା ପର୍ଯ୍ୟନ୍ତ ଗୃହକୁ ମୁଲତବୀ ଘୋଷଣା କରିଛନ୍ତି। ଗଞ୍ଜାମର ଚିକିଟି ମଦ ମୃତ୍ୟୁ ପ୍ରସଙ୍ଗରେ ବିଜେଡି ହୋ-ହଲ୍ଲା କରିଥିବା ବେଳେ ଇଡି ପ୍ରସଙ୍ଗରେ ବିରୋଧୀ କଂଗ୍ରେସ ମଧ୍ୟ ହଟ୍ଟଗୋଳ କରିଥିଲା। ଉଭୟ ଦଳ ବାଚସ୍ପତିଙ୍କ ପୋଡିୟମ ନିକଟକୁ ଆସି ହୋ-ହଲ୍ଲା କରିଥିଲେ। ଫଳରେ ଗୃହକୁ ବାଚସ୍ପତି ମୁଲତବୀ ଘୋଷଣା କରିଛନ୍ତି। The post ସାଢ଼େ ୧୧ଟା ଯାଏ ଗୃହ ମୁଲତବୀ appeared first on Dharitri Odia News.
ଭୁବନେଶ୍ୱର,୨୨ା୮: ଗୁରୁବାର ବିଧାନସଭା ଆରମ୍ଭରୁ ହଟ୍ଟଗୋଳ ହେବାରୁ ବାଚସ୍ପତି ସୁରମା ପାଢ଼ୀ ସାଢ଼େ ୧୧ଟା ପର୍ଯ୍ୟନ୍ତ ଗୃହକୁ ମୁଲତବୀ ଘୋଷଣା କରିଛନ୍ତି। ଗଞ୍ଜାମର ଚିକିଟି ମଦ ମୃତ୍ୟୁ ପ୍ରସଙ୍ଗରେ ବିଜେଡି ହୋ-ହଲ୍ଲା କରିଥିବା ବେଳେ ଇଡି ପ୍ରସଙ୍ଗରେ ବିରୋଧୀ କଂଗ୍ରେସ ମଧ୍ୟ ହଟ୍ଟଗୋଳ କରିଥିଲା। ଉଭୟ ଦଳ ବାଚସ୍ପତିଙ୍କ ପୋଡିୟମ ନିକଟକୁ ଆସି ହୋ-ହଲ୍ଲା କରିଥିଲେ। ଫଳରେ ଗୃହକୁ ବାଚସ୍ପତି ମୁଲତବୀ ଘୋଷଣା କରିଛନ୍ତି।
The post ସାଢ଼େ ୧୧ଟା ଯାଏ ଗୃହ ମୁଲତବୀ appeared first on Dharitri Odia News.