ସାଧାରଣ ନିର୍ବାଚନ ୨୦୨୪: ଜାଣନ୍ତୁ ଓଡ଼ିଶାର କେଉଁଠି କେଉଁ ଦିନ ଭୋଟ୍ ?
ଭୁବନେଶ୍ଵର: ବାଜିଲା ନିର୍ବାଚନୀ ବିଗୁଲ। ସମଗ୍ର ଦେଶରେ ଲୋକସଭା ନିର୍ବାଚନ ୨୦୨୪ ସାତୋଟି ପର୍ଯ୍ୟାୟରେ ଅନୁଷ୍ଠିତ ହେବ। ସେହିପରି ଓଡ଼ିଶାରେ ଲୋକସଭା ଓ ବିଧାନସଭା ନିର୍ବାଚନ ୪ଟି ପର୍ଯ୍ୟାୟରେ ହେବ। ମେ ୧୩, ମେ ୨୦, ମେ ୨୫ ଓ ଜୁନ ୧ରେ ହେବ ମତଦାନ। ଭୋଟ୍ ଗଣତି ଜୁନ ୪ ତାରିଖ ରହିଛି। ଆସନ୍ତୁ ଜାଣିବା କେଉଁ ତାରିଖରେ କେଉଁ ଲୋକସଭା ଓ ବିଧାନସଭାରେ ଭୋଟିଂ ଅଛି।କେଉଁ ତାରିଖରେ କେଉଁଠି ଲୋକସଭା ନିର୍ବାଚନମେ ୧୩- କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ, ବ୍ରହ୍ମପୁରମେ ୨୦ - ବରଗଡ଼, ବଲାଙ୍ଗିର, ସୁନ୍ଦରଗଡ଼, କନ୍ଧମାଳ, ଆସ୍କାମେ ୨୫- ସମ୍ବଲପୁର, କେନ୍ଦୁଝର, ଢେଙ୍କାନାଳ, କଟକ, ପୁରୀ, ଭୁବନେଶ୍ଵରଜୁନ ୧- ମୟୂରଭଞ୍ଜ, ବାଲେଶ୍ଵର, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁରମେ ୧୩ ତାରିଖରେ କେଉଁଠି ଭୋଟ୍(୨୮ ବିଧାନସଭା ସିଟ୍)ନୂଆପଡ଼ା, ଖଡ଼ିଆଳ, ଉମରକୋଟ୍, ଝରିଗାଁ, ନବରଙ୍ଗପୁର, ଡାବୁଗାଁ, ଲାଞ୍ଜିଗଡ଼, ଜୁନାଗଡ଼, ଧର୍ମଗଡ଼, ଭବାନୀପାଟଣା, ନର୍ଲା, ଛତ୍ରପୁର, ଗୋପାଳପୁର, ବ୍ରହ୍ମପୁର, ଦିଗପହଣ୍ଡି, ଚିକିଟି, ମୋହନା, ପାରଳାଖେମୁଣ୍ଡି, ଗୁଣପୁର, ବିଷମକଟକ, ରାୟଗଡ଼ା, ଲକ୍ଷ୍ମୀପୁର, କୋଟପାଡ଼, ଜୟପୁର, କୋରାପୁଟ, ପଟାଙ୍ଗୀ, ମାଲକାନଗିରି, ଚିତ୍ରକୋଣ୍ଡା। ମେ ୨୦ ତାରିଖରେ କେଉଁଠି ଭୋଟ୍(୩୫ ବିଧାନସଭା ସିଟ୍)ପଦ୍ମପୁର, ବିଜେପୁର, ବରଗଡ଼, ଅତାବିରା, ଭଟଲି, ବ୍ରଜରାଜନଗର, ଝାରସୁଗୁଡ଼ା, ତଳସରା, ସୁନ୍ଦରଗଡ଼, ବୀରମି
ଭୁବନେଶ୍ଵର: ବାଜିଲା ନିର୍ବାଚନୀ ବିଗୁଲ। ସମଗ୍ର ଦେଶରେ ଲୋକସଭା ନିର୍ବାଚନ ୨୦୨୪ ସାତୋଟି ପର୍ଯ୍ୟାୟରେ ଅନୁଷ୍ଠିତ ହେବ। ସେହିପରି ଓଡ଼ିଶାରେ ଲୋକସଭା ଓ ବିଧାନସଭା ନିର୍ବାଚନ ୪ଟି ପର୍ଯ୍ୟାୟରେ ହେବ। ମେ ୧୩, ମେ ୨୦, ମେ ୨୫ ଓ ଜୁନ ୧ରେ ହେବ ମତଦାନ। ଭୋଟ୍ ଗଣତି ଜୁନ ୪ ତାରିଖ ରହିଛି। ଆସନ୍ତୁ ଜାଣିବା କେଉଁ ତାରିଖରେ କେଉଁ ଲୋକସଭା ଓ ବିଧାନସଭାରେ ଭୋଟିଂ ଅଛି।
କେଉଁ ତାରିଖରେ କେଉଁଠି ଲୋକସଭା ନିର୍ବାଚନ
ମେ ୧୩- କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ, ବ୍ରହ୍ମପୁର
ମେ ୨୦ - ବରଗଡ଼, ବଲାଙ୍ଗିର, ସୁନ୍ଦରଗଡ଼, କନ୍ଧମାଳ, ଆସ୍କା
ମେ ୨୫- ସମ୍ବଲପୁର, କେନ୍ଦୁଝର, ଢେଙ୍କାନାଳ, କଟକ, ପୁରୀ, ଭୁବନେଶ୍ଵର
ଜୁନ ୧- ମୟୂରଭଞ୍ଜ, ବାଲେଶ୍ଵର, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର
ମେ ୧୩ ତାରିଖରେ କେଉଁଠି ଭୋଟ୍(୨୮ ବିଧାନସଭା ସିଟ୍)
ନୂଆପଡ଼ା, ଖଡ଼ିଆଳ, ଉମରକୋଟ୍, ଝରିଗାଁ, ନବରଙ୍ଗପୁର, ଡାବୁଗାଁ, ଲାଞ୍ଜିଗଡ଼, ଜୁନାଗଡ଼, ଧର୍ମଗଡ଼, ଭବାନୀପାଟଣା, ନର୍ଲା, ଛତ୍ରପୁର, ଗୋପାଳପୁର, ବ୍ରହ୍ମପୁର, ଦିଗପହଣ୍ଡି, ଚିକିଟି, ମୋହନା, ପାରଳାଖେମୁଣ୍ଡି, ଗୁଣପୁର, ବିଷମକଟକ, ରାୟଗଡ଼ା, ଲକ୍ଷ୍ମୀପୁର, କୋଟପାଡ଼, ଜୟପୁର, କୋରାପୁଟ, ପଟାଙ୍ଗୀ, ମାଲକାନଗିରି, ଚିତ୍ରକୋଣ୍ଡା।
ମେ ୨୦ ତାରିଖରେ କେଉଁଠି ଭୋଟ୍(୩୫ ବିଧାନସଭା ସିଟ୍)
ପଦ୍ମପୁର, ବିଜେପୁର, ବରଗଡ଼, ଅତାବିରା, ଭଟଲି, ବ୍ରଜରାଜନଗର, ଝାରସୁଗୁଡ଼ା, ତଳସରା, ସୁନ୍ଦରଗଡ଼, ବୀରମିତ୍ରପୁର, ରଘୁନାଥପାଲୀ, ରାଉରକେଲା, ରାଜଗାଙ୍ଗପୁର, ବଣାଇ, ବୀରମହାରାଜପୁର, ସୋନପୁର, ଲୋଇସିଂହା, ପାଟଣାଗଡ଼, ବଲାଙ୍ଗିର, ଟିଟିଲାଗଡ଼, କଣ୍ଟାବାଂଜି, ବାଲିଗୁଡ଼ା, ଜି.ଉଦୟଗିରି, ଫୁଲବାଣୀ, କଣ୍ଟାମାଳ, ବୌଦ୍ଧ, ଦଶପଲ୍ଲା, ଭଂଜନଗର, ପୋଲସରା, କବିସୂର୍ଯ୍ୟନଗର, ଖଲିକୋଟ, ଆସିକା, ସୋରଡ଼ା, ସାନଖେମୁଣ୍ଡି, ହିଂଜିଳି।
ମେ ୨୫ ତାରିଖରେ କେଉଁଠି ଭୋଟ୍(୪୨ ବିଧାନସଭା ସିଟ୍)
କୁଚିଣ୍ଡା, ରେଂଗାଲି, ସମ୍ବଲପୁର, ରେଢ଼ାଖୋଲ, ଦେବଗଡ଼, ତେଲକୋଇ, ଘସିପୁରା, ଆନନ୍ଦପୁର, ପାଟଣା, କେନ୍ଦୁଝର, ଚମ୍ପୁଆ, କରଞ୍ଜିଆ, ଢେଙ୍କାନାଳ, ହିନ୍ଦୋଳ, କାମାକ୍ଷାନଗର, ପରଜଙ୍ଗ, ପାଲଲହଡ଼ା, ତାଳଚେର, ଅନୁଗୁଳ, ଛେଣ୍ଡିପଦା, ଆଠମଲ୍ଲିକ, ବଡ଼ମ୍ବା, ବାଙ୍କୀ, ଆଠଗଡ଼, ବାରବାଟୀ କଟକ, ଚୌଦ୍ୱାର କଟକ, କଟକ ସଦର, ପୁରୀ, ବ୍ରହ୍ମଗିରି, ସତ୍ୟବାଦୀ, ପିପିଲି, ଜୟଦେବ, ଭୁବନେଶ୍ୱର ମଧ୍ୟ, ଭୁବନେଶ୍ୱର ଉତ୍ତର, ଏକାମ୍ର ଭୁବନେଶ୍ୱର, ଜଟଣୀ, ବେଗୁନିଆ, ଖୋର୍ଦ୍ଧା, ଚିଲିକା, ରଣପୁର, ଖଣ୍ଡପଡ଼ା, ନୟାଗଡ଼।
ଜୁନ ୧ ତାରିଖରେ କେଉଁଠି ଭୋଟ୍(୪୨ ବିଧାନସଭା ସିଟ୍)
ଯଶୀପୁର, ସାରସକଣା, ରାଇରଙ୍ଗପୁର, ବାଙ୍ଗିରିପୋଷି, ଉଦଳା, ବଡ଼ସାହି, ବାରିପଦା, ମୋରଡ଼ା, ଜଳେଶ୍ୱର, ଭୋଗରାଇ, ବସ୍ତା, ବାଲେଶ୍ୱର, ରେମୁଣା, ନୀଳଗିରି, ସୋର, ସିମୁଳିଆ, ଭଣ୍ଡାରୀପୋଖରୀ, ଭଦ୍ରକ, ବାସୁଦେବପୁର, ଧାମନଗର, ଚାନ୍ଦବାଲି, ବିଂଝାରପୁର, ବରୀ, ବଡ଼ଚଣା, ଧର୍ମଶାଳା, ଯାଜପୁର, କୋରେଇ, ସୁକିନ୍ଦା, ନିଆଳୀ, ସାଲେପୁର, ମାହାଙ୍ଗା, ପାଟକୁରା, କେନ୍ଦ୍ରାପଡ଼ା, ଆଳି, ରାଜନଗର, ମହାକାଳପଡ଼ା, ପାରାଦୀପ, ତିର୍ତ୍ତୋଲ, ବାଲିକୁଦା ଏରସମା, ଜଗତସିଂହପୁର, କାକଟପୁର, ନିମାପଡ଼ା।