ସାବାଡ଼ ହେବେ ଶିକାରୀ: ଡେବ୍ରିଗଡ଼ରେ ଲାଗିବ ସ୍ପାଏ କ୍ୟାମେରା
ଭୁବନେଶ୍ୱର,୧୭।୧୨: ସାବାଡ଼ ହେବେ ଶିକାରୀ। ଶିକାରୀଙ୍କୁ ଧରିବାକୁ ଜଙ୍ଗଲରେ ଲାଗିବ ସ୍ପାଏ କ୍ୟାମେରା। ଏନେଇ ବନ ବିଭାଗ ଗୁରୁତ୍ୱ ଦେଉଥିବା ମନ୍ତ୍ରୀ ଗଣେଶ ରାମସିଂ ଖୁଣ୍ଟିଆ ମଙ୍ଗଳବାର ଗଣମାଧ୍ୟମକୁ ପ୍ରକାଶ କରିଛନ୍ତି। ପାଇଲଟ ପ୍ରୋଜେକ୍ଟ ଭାବେ ଶିମିଳିପାଳ ଏବଂ ରାଉରକେଲାରେ ସ୍ପାଏ କ୍ୟାମେରା ଲାଗିଛି। ହେଲେ ଖୁବ୍ ଶ୍ରୀଘ୍ର ଡେବ୍ରିଗଡ଼ ଓ ଅନ୍ୟ ଅଭୟାରଣ୍ୟରେ ସ୍ପାଏ କ୍ୟାମେରା ଲାଗିବ ବୋଲି ମନ୍ତ୍ରୀ ଖୁଣ୍ଟିଆ କହିଛନ୍ତି। ଏପରିକି ଜଙ୍ଗଲ ଦେଇ ଯାଇଥିବା ରେଳ ଲାଇନରେ ମଧ୍ୟ ଏଆଇ କ୍ୟାମେରା […] The post ସାବାଡ଼ ହେବେ ଶିକାରୀ: ଡେବ୍ରିଗଡ଼ରେ ଲାଗିବ ସ୍ପାଏ କ୍ୟାମେରା appeared first on Dharitri Odia News.
ଭୁବନେଶ୍ୱର,୧୭।୧୨: ସାବାଡ଼ ହେବେ ଶିକାରୀ। ଶିକାରୀଙ୍କୁ ଧରିବାକୁ ଜଙ୍ଗଲରେ ଲାଗିବ ସ୍ପାଏ କ୍ୟାମେରା। ଏନେଇ ବନ ବିଭାଗ ଗୁରୁତ୍ୱ ଦେଉଥିବା ମନ୍ତ୍ରୀ ଗଣେଶ ରାମସିଂ ଖୁଣ୍ଟିଆ ମଙ୍ଗଳବାର ଗଣମାଧ୍ୟମକୁ ପ୍ରକାଶ କରିଛନ୍ତି।
ପାଇଲଟ ପ୍ରୋଜେକ୍ଟ ଭାବେ ଶିମିଳିପାଳ ଏବଂ ରାଉରକେଲାରେ ସ୍ପାଏ କ୍ୟାମେରା ଲାଗିଛି। ହେଲେ ଖୁବ୍ ଶ୍ରୀଘ୍ର ଡେବ୍ରିଗଡ଼ ଓ ଅନ୍ୟ ଅଭୟାରଣ୍ୟରେ ସ୍ପାଏ କ୍ୟାମେରା ଲାଗିବ ବୋଲି ମନ୍ତ୍ରୀ ଖୁଣ୍ଟିଆ କହିଛନ୍ତି। ଏପରିକି ଜଙ୍ଗଲ ଦେଇ ଯାଇଥିବା ରେଳ ଲାଇନରେ ମଧ୍ୟ ଏଆଇ କ୍ୟାମେରା ଲାଗିବ।
The post ସାବାଡ଼ ହେବେ ଶିକାରୀ: ଡେବ୍ରିଗଡ଼ରେ ଲାଗିବ ସ୍ପାଏ କ୍ୟାମେରା appeared first on Dharitri Odia News.