ସାମ୍ବାଦିକାଙ୍କ ଉପରକୁ କୁକୁର ଛାଡ଼ିଦେଲେ ପୂର୍ବତନ ମନ୍ତ୍ରୀ ରଘୁନନ୍ଦନ ଦାସ !
ବିଜେଡିର ତୃତୀୟ ପାୱାରଫୁଲ୍ ନେତା ବବି ଓରଫ ପ୍ରଣବ ପ୍ରକାଶ ଦାସଙ୍କ ଘର ଭଙ୍ଗାର କଭରେଜ୍ ବେଳେ କର୍ତ୍ତବ୍ୟରତ ମହିଳା ସାମ୍ବାଦିକାଙ୍କ ଉପରକୁ ବିଜେଡି ନେତା କୁକୁର ଛାଡ଼ିଦେଇଥିବା ଅଭିଯୋଗ ହୋଇଛି।
ବିଜେଡିର ତୃତୀୟ ପାୱାରଫୁଲ୍ ନେତା ବବି ଓରଫ ପ୍ରଣବ ପ୍ରକାଶ ଦାସଙ୍କ ଘର ଭଙ୍ଗାର କଭରେଜ୍ ବେଳେ କର୍ତ୍ତବ୍ୟରତ ମହିଳା ସାମ୍ବାଦିକାଙ୍କ ଉପରକୁ ବିଜେଡି ନେତା କୁକୁର ଛାଡ଼ିଦେଇଥିବା ଅଭିଯୋଗ ହୋଇଛି। ପୂର୍ବତନ ମନ୍ତ୍ରୀ ରଘୁନନ୍ଦନ ଦାସଙ୍କ ବିରୋଧରେ ଏଭଳି ସାଂଘାତିକ ଅଭିଯୋଗ ଆଣିଛି ଏକ ଘରୋଇ ନ୍ୟୁଜ୍ ଚ୍ୟାନେଲ୍। ଏନେଇ ସମ୍ପୃକ୍ତ ଘରୋଇ ଚ୍ୟାନେଲ ପକ୍ଷରୁ କ୍ୟାପିଟାଲ ଥାନାରେ ଏତଲା ଦିଆଯାଇଛି। ରଘୁନନ୍ଦନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି କରାଯାଇଛି। ଦେଖନ୍ତୁ ପୂରା ରିପୋର୍ଟ ।