ସିକ୍ରେଟ୍ ଚାମ୍ବରରେ ଚାଲିଥିଲା ଦେଶୀ ମଦ ଭାଟି
ଅବକାରୀ ମନ୍ତ୍ରୀଙ୍କ କଡ଼ା ନିର୍ଦ୍ଦେଶ ପରେ କମିଶନରେଟ୍ ପୋଲିସର କୁଇକ୍ ଆକ୍ସନ । ବୁଲିଛି ବୁଲଡୋଜର୍, ମାଟିରେ ମିଶିଛି ସିକ୍ରେଟ୍ ଚାମ୍ବର ଭିତରେ ଚାଲିଥିବା ବେଆଇନ ଦେଶୀ ମଦ ଭାଟି ।