ସିନେ ଜଗତର ପ୍ରଥମ ଅଭିନେତା ଭାବେ ଚିରଞ୍ଜୀବୀଙ୍କୁ ଗିନିଜ ୱାଲର୍ଡ ରେକର୍ଡ
ହାଇଦ୍ରାବାଦ,୨୨।୯: ତେଲୁଗୁ ଫିଲ୍ମ ଜଗତରେ ମେଗାଷ୍ଟାର ଭାବେ ଚିରଞ୍ଜୀବୀ ପରିଚିତ। ସିନେ ଜଗତର ପ୍ରଥମ ଅଭିନେତା ଭାବେ ସେ ନିଜର ନୃତ୍ୟ ଦକ୍ଷତା ପାଇଁ ଗିନିଜ ବୁକ ଅଫ ୱାଲର୍ଡ ରେକର୍ଡରେ ସ୍ଥାନ ପାଇଛନ୍ତି। ହାଇଦ୍ରାବାଦରେ ଅନୁଷ୍ଠିତ ଏକ କାର୍ଯ୍ୟକ୍ରମରେ ଗିନିଜ ୱାଲର୍ଡ ରେକର୍ଡ ପ୍ରତିନିଧି ତଥା ଆମୀର ଖାନ୍ ଚିରଞ୍ଜୀବୀଙ୍କୁ ଏହି ପ୍ରମାଣପତ୍ର ପ୍ରଦାନ କରିଛନ୍ତି। ଏହି ସାର୍ଟିଫିକେଟରେ ଉଲ୍ଲେଖ ଯେ, ଅଭିନେତା ତଥା ନୃତ୍ୟଶିଳ୍ପୀ କୋନିଡେଲା ଚିରଞ୍ଜୀବୀ ହେଉଛନ୍ତି ଭାରତୀୟ ଚଳଚ୍ଚିତ୍ର ଇଣ୍ଡଷ୍ଟ୍ରିର ସବୁଠାରୁ […] The post ସିନେ ଜଗତର ପ୍ରଥମ ଅଭିନେତା ଭାବେ ଚିରଞ୍ଜୀବୀଙ୍କୁ ଗିନିଜ ୱାଲର୍ଡ ରେକର୍ଡ appeared first on Dharitri Odia News.
ହାଇଦ୍ରାବାଦ,୨୨।୯: ତେଲୁଗୁ ଫିଲ୍ମ ଜଗତରେ ମେଗାଷ୍ଟାର ଭାବେ ଚିରଞ୍ଜୀବୀ ପରିଚିତ। ସିନେ ଜଗତର ପ୍ରଥମ ଅଭିନେତା ଭାବେ ସେ ନିଜର ନୃତ୍ୟ ଦକ୍ଷତା ପାଇଁ ଗିନିଜ ବୁକ ଅଫ ୱାଲର୍ଡ ରେକର୍ଡରେ ସ୍ଥାନ ପାଇଛନ୍ତି।
ହାଇଦ୍ରାବାଦରେ ଅନୁଷ୍ଠିତ ଏକ କାର୍ଯ୍ୟକ୍ରମରେ ଗିନିଜ ୱାଲର୍ଡ ରେକର୍ଡ ପ୍ରତିନିଧି ତଥା ଆମୀର ଖାନ୍ ଚିରଞ୍ଜୀବୀଙ୍କୁ ଏହି ପ୍ରମାଣପତ୍ର ପ୍ରଦାନ କରିଛନ୍ତି। ଏହି ସାର୍ଟିଫିକେଟରେ ଉଲ୍ଲେଖ ଯେ, ଅଭିନେତା ତଥା ନୃତ୍ୟଶିଳ୍ପୀ କୋନିଡେଲା ଚିରଞ୍ଜୀବୀ ହେଉଛନ୍ତି ଭାରତୀୟ ଚଳଚ୍ଚିତ୍ର ଇଣ୍ଡଷ୍ଟ୍ରିର ସବୁଠାରୁ ସଫଳ ତାରକା। ସେ ୨୦ ସେପ୍ଟେମ୍ବର ୨୦୨୪ରେ ଏହି ସଫଳତା ହାସଲ କରିଛନ୍ତି।
The post ସିନେ ଜଗତର ପ୍ରଥମ ଅଭିନେତା ଭାବେ ଚିରଞ୍ଜୀବୀଙ୍କୁ ଗିନିଜ ୱାଲର୍ଡ ରେକର୍ଡ appeared first on Dharitri Odia News.