ସିପିଆଇଏମ ନେତା ସୀତାରାମ ୟେଚୁରୀଙ୍କ ପରଲୋକ
ନୂଆଦିଲ୍ଲୀ,୧୨।୯: ମାର୍କ୍ସବାଦୀ କମ୍ୟୁନିଷ୍ଟ ପାର୍ଟି ସିପିଆଇ (ଏମ୍) ସାଧାରଣ ସମ୍ପାଦକ ସୀତାରାମ ୟେଚୁରିଙ୍କ ପରଲୋକ ହୋଇଛି। ୭୨ ବର୍ଷ ବୟସରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଦିଲ୍ଲୀ ଏମ୍ସର ICU ରେ ସୀତାରାମ ୟେଚୁରୀ ଆଡମିଶନ ହୋଇଥିଲେ। ଫୁସ୍ଫୁସ୍ ସଂକ୍ରମଣରେ ଆକ୍ରାନ୍ତ ହୋଇ ୟେଚୁରୀ ଏମ୍ସର ଆଇସିୟୁରେ ଚିକିତ୍ସିତ ହେଉଥିଲେ। ତାଙ୍କୁ ୧୯ ଅଗଷ୍ଟରେ ଏମ୍ସର ICU ରେ ଭର୍ତ୍ତି କରାଯାଇଥିଲା। The post ସିପିଆଇଏମ ନେତା ସୀତାରାମ ୟେଚୁରୀଙ୍କ ପରଲୋକ appeared first on Dharitri Odia News.
ନୂଆଦିଲ୍ଲୀ,୧୨।୯: ମାର୍କ୍ସବାଦୀ କମ୍ୟୁନିଷ୍ଟ ପାର୍ଟି ସିପିଆଇ (ଏମ୍) ସାଧାରଣ ସମ୍ପାଦକ ସୀତାରାମ ୟେଚୁରିଙ୍କ ପରଲୋକ ହୋଇଛି। ୭୨ ବର୍ଷ ବୟସରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଦିଲ୍ଲୀ ଏମ୍ସର ICU ରେ ସୀତାରାମ ୟେଚୁରୀ ଆଡମିଶନ ହୋଇଥିଲେ। ଫୁସ୍ଫୁସ୍ ସଂକ୍ରମଣରେ ଆକ୍ରାନ୍ତ ହୋଇ ୟେଚୁରୀ ଏମ୍ସର ଆଇସିୟୁରେ ଚିକିତ୍ସିତ ହେଉଥିଲେ। ତାଙ୍କୁ ୧୯ ଅଗଷ୍ଟରେ ଏମ୍ସର ICU ରେ ଭର୍ତ୍ତି କରାଯାଇଥିଲା।
The post ସିପିଆଇଏମ ନେତା ସୀତାରାମ ୟେଚୁରୀଙ୍କ ପରଲୋକ appeared first on Dharitri Odia News.