ସିଭିଲ କୋର୍ଟର ନୂତନ ଗୃହ ନିର୍ମାଣ ପାଇଁ ଶିଳାନ୍ୟାସ
ରେଙ୍ଗାଲିକ୍ୟାମ୍ପ: ଅତାବିରା ବ୍ଲକ ଅନ୍ତର୍ଗତ ସରଣ୍ଡା ଛକ ୫୩ ନଂ ଜାତୀୟ ରାଜପଥ କଡ଼ରେ ୭ କୋଟି ଟଙ୍କା ବ୍ୟୟ ଅଟକଳରେ ଅତାବିରା ସିଭିଲ କୋର୍ଟର ଶିଳାନ୍ୟାସ ହୋଇଯାଇଛି। ଏହି ଶିଳାନ୍ୟାସ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଓଡ଼ିଶା ଉଚ୍ଚ ନ୍ୟାୟାଳୟର ମୁଖ୍ୟ ନ୍ୟାୟାଧିଶ ଡଃ ବିଦ୍ୟୁତ୍ ରଞ୍ଜନ ଷଡ଼ଙ୍ଗୀ ଏହି କୋର୍ଟର ନୂତନ ଗୃହ ନିର୍ମାଣ ପାଇଁ ଶିଳାନ୍ୟାସ କରିଛନ୍ତି।