ସିଭିଲ ସର୍ଭିସ ପରୀକ୍ଷାରେ ଚମକାଇଲା ରାଉରକେଲା NIT

ଏଥର ସିଭିଲ ସର୍ଭିସ ପରୀକ୍ଷାରେ ସମସ୍ତଙ୍କୁ ଚମକାଇ ଦେଇଛି ରାଉରକେଲା ନିଟ୍। ପ୍ରଥମଥର ପାଇଁ ଏକାସଙ୍ଗେ ପାଂଚ ପାଂଚ ଜଣ ଛାତ୍ରଛାତ୍ରୀ ସଫଳତା ପାଇଛନ୍ତି। ଏଠାରେ ପଢିଥିବା ଅନିମେଶ ପ୍ରଧାନ ତ ସାରା ଦେଶରେ ଦ୍ବିତୀୟ ସ୍ଥାନ ଅଧିକାର କରିଛନ୍ତି।