ସିସୋଡିଆଙ୍କୁ ବଡ଼ ଝଟ୍‌କା; ଇଡି-ସିବିଆଇ ମାମଲାରେ ଜାମିନ ଆବେଦନ ଖାରଜ

ନୂଆଦିଲ୍ଲୀ,୨୧।୫: ଦିଲ୍ଲୀ ମଦ ଦୁର୍ନୀତି ସହ ଜଡ଼ିତ ଅର୍ଥ ହେରଫେର ମାମଲାରେ ଆମ୍‌ ଆଦମୀ ପାର୍ଟୀ ନେତା ମନୀଷ ସିସୋଡିଆଙ୍କୁ ବଡ଼ ଝଟ୍‌କା ଲାଗିଛି। ଉଭୟ ଇଡି ଏବଂ ସିବିଆଇ ମାମଲାରେ ଜାମିନ ଆବେଦନକୁ ଦିଲ୍ଲୀ ହାଇକୋର୍ଟ ଖାରଜ କରିଛନ୍ତି। ବିଚାରପତି ସ୍ବର୍ଣ୍ଣକାନ୍ତ ଶର୍ମାଙ୍କ ଏକକ ବେଞ୍ଚ ଏହି ନିଷ୍ପତ୍ତି ଦେଇଛନ୍ତି। ତେବେ ଦ୍ୱିତୀୟ ଥର ଲାଗି ହାଇକୋର୍ଟ ଜାମିନ ଆବେଦନ ଖାରଜ କରିଛନ୍ତି। ଶୁଣାଣୀରେ ବିଳମ୍ବ ହେତୁ ସିସୋଡିଆ ଜାମିନ ମାଗିଥିଲେ। ଏବେ ସେ ସୁପ୍ରିମକୋର୍ଟରେ […] The post ସିସୋଡିଆଙ୍କୁ ବଡ଼ ଝଟ୍‌କା; ଇଡି-ସିବିଆଇ ମାମଲାରେ ଜାମିନ ଆବେଦନ ଖାରଜ appeared first on Dharitri Odia News.

ସିସୋଡିଆଙ୍କୁ ବଡ଼ ଝଟ୍‌କା; ଇଡି-ସିବିଆଇ ମାମଲାରେ ଜାମିନ ଆବେଦନ ଖାରଜ

ନୂଆଦିଲ୍ଲୀ,୨୧।୫: ଦିଲ୍ଲୀ ମଦ ଦୁର୍ନୀତି ସହ ଜଡ଼ିତ ଅର୍ଥ ହେରଫେର ମାମଲାରେ ଆମ୍‌ ଆଦମୀ ପାର୍ଟୀ ନେତା ମନୀଷ ସିସୋଡିଆଙ୍କୁ ବଡ଼ ଝଟ୍‌କା ଲାଗିଛି। ଉଭୟ ଇଡି ଏବଂ ସିବିଆଇ ମାମଲାରେ ଜାମିନ ଆବେଦନକୁ ଦିଲ୍ଲୀ ହାଇକୋର୍ଟ ଖାରଜ କରିଛନ୍ତି। ବିଚାରପତି ସ୍ବର୍ଣ୍ଣକାନ୍ତ ଶର୍ମାଙ୍କ ଏକକ ବେଞ୍ଚ ଏହି ନିଷ୍ପତ୍ତି ଦେଇଛନ୍ତି। ତେବେ ଦ୍ୱିତୀୟ ଥର ଲାଗି ହାଇକୋର୍ଟ ଜାମିନ ଆବେଦନ ଖାରଜ କରିଛନ୍ତି। ଶୁଣାଣୀରେ ବିଳମ୍ବ ହେତୁ ସିସୋଡିଆ ଜାମିନ ମାଗିଥିଲେ। ଏବେ ସେ ସୁପ୍ରିମକୋର୍ଟରେ ଜାମିନ ଆବେଦନ କରିବେ ବୋଲି ଜଣାପଡ଼ିଛି।

The post ସିସୋଡିଆଙ୍କୁ ବଡ଼ ଝଟ୍‌କା; ଇଡି-ସିବିଆଇ ମାମଲାରେ ଜାମିନ ଆବେଦନ ଖାରଜ appeared first on Dharitri Odia News.