ସୁକୁମାରେ ମାଓବାଦୀ ଓ ସୁରକ୍ଷାକର୍ମୀ ମୁହାଁମୁହିଁ, ୧୦ ଜଣ ମାଓବାଦୀ ନିହତ

ମାଲକାନଗିରି ୨୨।୧୧: ମାଲକାନଗିରି ଛତିଶଗଡ ସୀମାନ୍ତ ସୁକୁମା ଜିଲ୍ଲାରେ ମାଓବାଦୀ ଓ ସୁରକ୍ଷାକର୍ମୀ ମୁହାଁମୁହିଁ । ଭେଜି ଜଙ୍ଗଲରେ ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟର । ପୋଲିସ ଗୁଳିରେ ୧୦ ଜଣ ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି । ଘଟଣାସ୍ଥଳରୁ ୩ଟି ଅଟୋମେଟିକ ବନ୍ଧୁକ ସହ ବିପୁଳ ପରିମାଣର ବିସ୍ଫୋରକ ସାମଗ୍ରୀ ଜବତ କରିଛି ପୋଲିସ । DRG ଜବାନଙ୍କ ଅପରେସନ ବେଳେ ଏହି ସଫଳତା ମିଳିଥିବା ନେଇ ସୂଚନା ଦେଇଛନ୍ତି ସୁକମା ଏସ୍‌ପି ।You Can Read: 

ସୁକୁମାରେ ମାଓବାଦୀ ଓ ସୁରକ୍ଷାକର୍ମୀ ମୁହାଁମୁହିଁ, ୧୦ ଜଣ ମାଓବାଦୀ ନିହତ

ମାଲକାନଗିରି ୨୨।୧୧: ମାଲକାନଗିରି ଛତିଶଗଡ ସୀମାନ୍ତ ସୁକୁମା ଜିଲ୍ଲାରେ ମାଓବାଦୀ ଓ ସୁରକ୍ଷାକର୍ମୀ ମୁହାଁମୁହିଁ । ଭେଜି ଜଙ୍ଗଲରେ ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟର । ପୋଲିସ ଗୁଳିରେ ୧୦ ଜଣ ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି । ଘଟଣାସ୍ଥଳରୁ ୩ଟି ଅଟୋମେଟିକ ବନ୍ଧୁକ ସହ ବିପୁଳ ପରିମାଣର ବିସ୍ଫୋରକ ସାମଗ୍ରୀ ଜବତ କରିଛି ପୋଲିସ । DRG ଜବାନଙ୍କ ଅପରେସନ ବେଳେ ଏହି ସଫଳତା ମିଳିଥିବା ନେଇ ସୂଚନା ଦେଇଛନ୍ତି ସୁକମା ଏସ୍‌ପି ।

You Can Read: