ସୁଧମୁକ୍ତ ୫୦ ହଜାର କୋଟି ଋଣ:ସମୃଦ୍ଧି, ଅଭିବୃଦ୍ଧି, ରୋଜଗାର ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା

ଭୁବନେଶ୍ୱର:ସମୃଦ୍ଧି, ଅଭିବୃଦ୍ଧି, ରୋଜଗାର ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା ହୋଇଛି। ଚଳିତ ପୂର୍ଣ୍ଣାଙ୍ଗ ବଜେଟରେ। କେନ୍ଦ୍ର ସରକାରଙ୍କ ଠାରୁ ସୁଧମୁକ୍ତ ୫୦ ହଜାର କୋଟି ଋଣ ମିଳିଛି।ଭୁବନେଶ୍ବରରେ ଯାନବାହାନ ଭିଡ଼ ରୋକିବାକୁ ୧୩ ହଜାର କୋଟି।।ରାଜ୍ୟ ରାଜପଥକୁ ୪ ଲେନ୍‌ କରିବାକୁ ନିଷ୍ପତ୍ତି ହୋଇଛି। ନୂଆ କରି ୩ ହଜାର କିମି ରାସ୍ତା ନିର୍ମାଣ କରାଯିବ।ଏଥିପାଇଁ ୬ ହଜାର ୫୦୨ କୋଟି ଟଙ୍କା ବ୍ୟୟ କରାଯିବ।NHAI ପରି ଓଡ଼ିଶା ରାଜ୍ୟ ପ୍ରାଧିକରଣ ସଡ଼କ ସଂସ୍ଥା ଗଠନ ହେବ। ସେହିପରି […]

ସୁଧମୁକ୍ତ ୫୦ ହଜାର କୋଟି ଋଣ:ସମୃଦ୍ଧି, ଅଭିବୃଦ୍ଧି, ରୋଜଗାର ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା

ଭୁବନେଶ୍ୱର:ସମୃଦ୍ଧି, ଅଭିବୃଦ୍ଧି, ରୋଜଗାର ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା ହୋଇଛି। ଚଳିତ ପୂର୍ଣ୍ଣାଙ୍ଗ ବଜେଟରେ। କେନ୍ଦ୍ର ସରକାରଙ୍କ ଠାରୁ ସୁଧମୁକ୍ତ ୫୦ ହଜାର କୋଟି ଋଣ ମିଳିଛି।ଭୁବନେଶ୍ବରରେ ଯାନବାହାନ ଭିଡ଼ ରୋକିବାକୁ ୧୩ ହଜାର କୋଟି।।ରାଜ୍ୟ ରାଜପଥକୁ ୪ ଲେନ୍‌ କରିବାକୁ ନିଷ୍ପତ୍ତି ହୋଇଛି।

ନୂଆ କରି ୩ ହଜାର କିମି ରାସ୍ତା ନିର୍ମାଣ କରାଯିବ।ଏଥିପାଇଁ ୬ ହଜାର ୫୦୨ କୋଟି ଟଙ୍କା ବ୍ୟୟ କରାଯିବ।NHAI ପରି ଓଡ଼ିଶା ରାଜ୍ୟ ପ୍ରାଧିକରଣ ସଡ଼କ ସଂସ୍ଥା ଗଠନ ହେବ। ସେହିପରି ଗ୍ରାମୀଣ ପରିବହନ ବ୍ୟବସ୍ଥା ପାଇଁ ମୁଖ୍ୟମନ୍ତ୍ରୀ ପରିବହନ ଯୋଜନା। ମୁଖ୍ୟମନ୍ତ୍ରୀ ପରିବହନ ଯୋଜନା ପାଇଁ ୧ ହଜାର ୮୫ କୋଟି ବ୍ୟାୟ ବରାଦ କରାଯାଇଛି।