ସୁନା କିଣିବାର ଆଜି ସୁବର୍ଣ୍ଣ ସୁଯୋଗ , ସାମାନ୍ୟ କମିଲା ଦର
ସୁନା କିଣିବାର ଆଜି ଅଛି ସୁବର୍ଣ୍ଣ ସୁଯୋଗ । କିଣିବା ପୂର୍ବରୁ ନଜର ପକାନ୍ତୁ ଓଡ଼ିଶା ସମେତ ପ୍ରମୁଖ ସହର ଗୁଡିକରେ କେତେ ରହିଛି ଆଜିର ଦର । ଆଜି ସାମାନ୍ୟ କମିଛି ସୁନା ଦର । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୯୭, ୦୪୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୮୮ ହଜାର ୯୫୦ ଟଙ୍କା ଛୁଇଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା […] The post ସୁନା କିଣିବାର ଆଜି ସୁବର୍ଣ୍ଣ ସୁଯୋଗ , ସାମାନ୍ୟ କମିଲା ଦର appeared first on KNews Odisha.

ସୁନା କିଣିବାର ଆଜି ଅଛି ସୁବର୍ଣ୍ଣ ସୁଯୋଗ । କିଣିବା ପୂର୍ବରୁ ନଜର ପକାନ୍ତୁ ଓଡ଼ିଶା ସମେତ ପ୍ରମୁଖ ସହର ଗୁଡିକରେ କେତେ ରହିଛି ଆଜିର ଦର । ଆଜି ସାମାନ୍ୟ କମିଛି ସୁନା ଦର । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୯୭, ୦୪୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୮୮ ହଜାର ୯୫୦ ଟଙ୍କା ଛୁଇଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୯୭, ୦୪୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ୮୮ ହଜାର ୯୫୦ ଟଙ୍କାକୁ ପହଞ୍ଚିଛି । ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୯୭,୦୪୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୮୮, ୯୫୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୯୭, ୧୯୦ ଟଙ୍କା ଓ ୨୨ କ୍ୟାରେଟ୍ ୮୯,୧୦୦ ଟଙ୍କା ରହିଛି ।
ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୯୭, ୦୪୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୮୮, ୯୫୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୯୭, ୦୪୦ ଓ ୮୮, ୯୫୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୯୯,୯୦୦ ଟଙ୍କା ହୋଇଛି ।
କେମିତି ଜାଣିବେ ସୁନାର ଶୁଦ୍ଧତା ଜାଣନ୍ତୁ –
ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତେବେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ ।
ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ ।
ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ’ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ ।
ସଠିକ୍ ଦାମ୍ରେ କେମିତି କିଣିବେ ସୁନା
ସବୁବେଳେ ସୁନାର ଦାମ୍ ବୃଦ୍ଧି ଓ ହ୍ରାସ ପାଇଥାଏ । ନିୟମିତ ସୁନାର ଦାମ୍ ଚେକ୍ କରନ୍ତୁ ଯାହାଦ୍ୱାରା ଆପଣ ସୁନାର ଦାମ୍ ହ୍ରାସ ବେଳେ ଗହଣା କିଣିପାରିବେ।
ସୁନା କିଣିବା ବେଳେ ହଲ୍ମାର୍କ ଦେଖି ସୁନା କିଣନ୍ତୁ ।
ଆହୁରି ପଢ଼ନ୍ତୁ : ଗାଡ଼ିର ଟାଙ୍କି ଭରିବା ପୂର୍ବରୁ ଏଠାରେ ଜାଣନ୍ତୁ କେତେ ଅଛି ଆଜିର ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ
The post ସୁନା କିଣିବାର ଆଜି ସୁବର୍ଣ୍ଣ ସୁଯୋଗ , ସାମାନ୍ୟ କମିଲା ଦର appeared first on KNews Odisha.