ସୁନାବେଶ ପାଇଁ ନୀତି ନିର୍ଘଣ୍ଟ, ଏହି ସମୟରେ ଦୁର୍ଲଭ ବେଶରେ ଦର୍ଶନ ଦେବେ ଶ୍ରୀଜିଉ

ପୁରୀ,୧୬।୭: ସୁନାବେଶ ପାଇଁ ନୀତି ନିର୍ଘଣ୍ଟ ହୋଇଛି। ମହଣ ମହଣ ସୁନା ପିନ୍ଧି ବଧବାର ରଥ ଉପରେ ଦର୍ଶନ ଦେବେ ମହାପ୍ରଭୁ ଜଗନ୍ନାଥ, ସୁଭଦ୍ରା ଓ ବଳଭଦ୍ର। ଏଥିପାଇଁ ସବୁ ସମୟ ଧାର୍ଯ୍ୟ କରାଯାଇଛି। ସକାଳ ୬ଟାରୁ ମଙ୍ଗଳ ଆଳତୀ ନୀତି ଆରମ୍ଭ ହେବ । ଦିନ ୧୦ଟା ୩୦ ସୁଦ୍ଧା ଗୋପାଳ ବଲ୍ଲଭ ଭୋଗ ନୀତି । ସେହିପରି ଦିନ ୨ଟାରୁ ୩ଟା ମଧ୍ୟରେ ମଧ୍ୟାହ୍ନ ଧୂପ ନୀତି ହେବ। ଆଉ ସଂଧ୍ୟା ୫ଟାରୁ ୬ଟା […] The post ସୁନାବେଶ ପାଇଁ ନୀତି ନିର୍ଘଣ୍ଟ, ଏହି ସମୟରେ ଦୁର୍ଲଭ ବେଶରେ ଦର୍ଶନ ଦେବେ ଶ୍ରୀଜିଉ appeared first on Dharitri Odia News.

ସୁନାବେଶ ପାଇଁ ନୀତି ନିର୍ଘଣ୍ଟ, ଏହି ସମୟରେ ଦୁର୍ଲଭ ବେଶରେ ଦର୍ଶନ ଦେବେ ଶ୍ରୀଜିଉ

ପୁରୀ,୧୬।୭: ସୁନାବେଶ ପାଇଁ ନୀତି ନିର୍ଘଣ୍ଟ ହୋଇଛି। ମହଣ ମହଣ ସୁନା ପିନ୍ଧି ବଧବାର ରଥ ଉପରେ ଦର୍ଶନ ଦେବେ ମହାପ୍ରଭୁ ଜଗନ୍ନାଥ, ସୁଭଦ୍ରା ଓ ବଳଭଦ୍ର। ଏଥିପାଇଁ ସବୁ ସମୟ ଧାର୍ଯ୍ୟ କରାଯାଇଛି।

ସକାଳ ୬ଟାରୁ ମଙ୍ଗଳ ଆଳତୀ ନୀତି ଆରମ୍ଭ ହେବ । ଦିନ ୧୦ଟା ୩୦ ସୁଦ୍ଧା ଗୋପାଳ ବଲ୍ଲଭ ଭୋଗ ନୀତି । ସେହିପରି ଦିନ ୨ଟାରୁ ୩ଟା ମଧ୍ୟରେ ମଧ୍ୟାହ୍ନ ଧୂପ ନୀତି ହେବ। ଆଉ ସଂଧ୍ୟା ୫ଟାରୁ ୬ଟା ମଧ୍ୟରେ ସୁନାବେଶରେ ଦର୍ଶନ ଦେବେ ଶ୍ରୀଜିଉ । ରାତି ୧୦ଟା କିମ୍ବା ୧୧ଟା ଯାଏଁ ଦୁର୍ଲଭ ବେଶରେ ମହାପ୍ରଭୁ ଦର୍ଶନ ଦେବେ ବୋଲି ଜଣାପଡିଛି ।

The post ସୁନାବେଶ ପାଇଁ ନୀତି ନିର୍ଘଣ୍ଟ, ଏହି ସମୟରେ ଦୁର୍ଲଭ ବେଶରେ ଦର୍ଶନ ଦେବେ ଶ୍ରୀଜିଉ appeared first on Dharitri Odia News.