ସୁନ୍ଦରଗଡ଼ରେ ଚାଞ୍ଚଲ୍ୟ: ଯୁବତୀଙ୍କୁ ଅପହରଣ କରି ବଳାତ୍କାର

ରାଉରକେଲା,୧୩।୨(ସଙ୍ଗୀତା ଜେନା): ସୁନ୍ଦରଗଡ଼ ଜିଲା ବିଶ୍ରା ଥାନା ଅଞ୍ଚଳରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଜଣେ ଯୁବତୀ ବଜାର କରି ଘରକୁ ଫେରୁଥିବା ବେଳେ ଜଣେ ଯୁବକ ତାଙ୍କୁ ଅପହରଣ କରି ଏକ ନିକାଞ୍ଚନ ସ୍ଥାନରେ ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ପୀଡ଼ିତା ଯୁବତୀ ଘରକୁ ଫେରି ପରିବାର ଲୋକଙ୍କୁ କହିବା ପରେ ଗୁରୁବାର ଥାନାରେ ଏତଲା ଦିଆଯାଇଥିଲା। ପୋଲିସ ଏକ ମାମଲା (ନଂ.୬୬/୨୫) ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି। ପୋଲିସ ପୀଡ଼ିତାଙ୍କ […] The post ସୁନ୍ଦରଗଡ଼ରେ ଚାଞ୍ଚଲ୍ୟ: ଯୁବତୀଙ୍କୁ ଅପହରଣ କରି ବଳାତ୍କାର appeared first on Dharitri Odia News.

ସୁନ୍ଦରଗଡ଼ରେ ଚାଞ୍ଚଲ୍ୟ: ଯୁବତୀଙ୍କୁ ଅପହରଣ କରି ବଳାତ୍କାର

ରାଉରକେଲା,୧୩।୨(ସଙ୍ଗୀତା ଜେନା): ସୁନ୍ଦରଗଡ଼ ଜିଲା ବିଶ୍ରା ଥାନା ଅଞ୍ଚଳରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଜଣେ ଯୁବତୀ ବଜାର କରି ଘରକୁ ଫେରୁଥିବା ବେଳେ ଜଣେ ଯୁବକ ତାଙ୍କୁ ଅପହରଣ କରି ଏକ ନିକାଞ୍ଚନ ସ୍ଥାନରେ ବଳାତ୍କାର କରିଥିବା ଅଭିଯୋଗ ହୋଇଛି।

ପୀଡ଼ିତା ଯୁବତୀ ଘରକୁ ଫେରି ପରିବାର ଲୋକଙ୍କୁ କହିବା ପରେ ଗୁରୁବାର ଥାନାରେ ଏତଲା ଦିଆଯାଇଥିଲା। ପୋଲିସ ଏକ ମାମଲା (ନଂ.୬୬/୨୫) ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି। ପୋଲିସ ପୀଡ଼ିତାଙ୍କ ଡାକ୍ତରୀମାଇନା କରାଇବା ସହ ଅଭିଯୁକ୍ତଙ୍କୁ ଅଟକ ରଖି ଅଧିକ ପଚରାଉଚୁରା କରୁଛି। ଏହି ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି।

The post ସୁନ୍ଦରଗଡ଼ରେ ଚାଞ୍ଚଲ୍ୟ: ଯୁବତୀଙ୍କୁ ଅପହରଣ କରି ବଳାତ୍କାର appeared first on Dharitri Odia News.