ସୁଭଦ୍ରା ଯୋଜନା ନେଇ ବଡ଼ ଘୋଷଣା, ମାର୍ଚ୍ଚ ୮ରେ ମିଳିବ ଦ୍ବିତୀୟ କିସ୍ତି ଟଙ୍କା

ମାର୍ଚ୍ଚ ୮ରେ ମିଳିବ ସୁଭଦ୍ରାର ଦ୍ବିତୀୟ କିସ୍ତି ଟଙ୍କା ।  ବ୍ରହ୍ମପୁରରେ ଆୟୋଜିତ କାର୍ଯ୍ୟକ୍ରମରେ ସୁଭଦ୍ରାର ଦ୍ବିତୀୟ କିସ୍ତିର ପ୍ରଥମ ପର୍ଯ୍ୟାୟ ଟଙ୍କା ପ୍ରଦାନ କରାଯିବ । ସୁଭଦ୍ରା ଏକ କୋଟି ମହିଳାଙ୍କ ପାଖରେ ପହଞ୍ଚିବ । ଏହା କହିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ପୂର୍ବରୁ ୯୮ ଲକ୍ଷ ମହିଳାଙ୍କୁ ସୁଭଦ୍ରାର ପ୍ରଥମ କିସ୍ତି ଟଙ୍କା ଦିଆଯାଇଛି । ସୁଭଦ୍ରା ଏକ କୋଟି ମହିଳାଙ୍କ ପାଖରେ ପହଞ୍ଚିବ ।  ମାର୍ଚ୍ଚ ୮ ତାରିଖରେ ଏକା ଥରକେ […] The post ସୁଭଦ୍ରା ଯୋଜନା ନେଇ ବଡ଼ ଘୋଷଣା, ମାର୍ଚ୍ଚ ୮ରେ ମିଳିବ ଦ୍ବିତୀୟ କିସ୍ତି ଟଙ୍କା appeared first on KNews Odisha.

ସୁଭଦ୍ରା ଯୋଜନା ନେଇ ବଡ଼ ଘୋଷଣା, ମାର୍ଚ୍ଚ ୮ରେ ମିଳିବ ଦ୍ବିତୀୟ କିସ୍ତି ଟଙ୍କା
subhadra

ମାର୍ଚ୍ଚ ୮ରେ ମିଳିବ ସୁଭଦ୍ରାର ଦ୍ବିତୀୟ କିସ୍ତି ଟଙ୍କା ।  ବ୍ରହ୍ମପୁରରେ ଆୟୋଜିତ କାର୍ଯ୍ୟକ୍ରମରେ ସୁଭଦ୍ରାର ଦ୍ବିତୀୟ କିସ୍ତିର ପ୍ରଥମ ପର୍ଯ୍ୟାୟ ଟଙ୍କା ପ୍ରଦାନ କରାଯିବ । ସୁଭଦ୍ରା ଏକ କୋଟି ମହିଳାଙ୍କ ପାଖରେ ପହଞ୍ଚିବ । ଏହା କହିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ପୂର୍ବରୁ ୯୮ ଲକ୍ଷ ମହିଳାଙ୍କୁ ସୁଭଦ୍ରାର ପ୍ରଥମ କିସ୍ତି ଟଙ୍କା ଦିଆଯାଇଛି ।

ସୁଭଦ୍ରା ଏକ କୋଟି ମହିଳାଙ୍କ ପାଖରେ ପହଞ୍ଚିବ ।  ମାର୍ଚ୍ଚ ୮ ତାରିଖରେ ଏକା ଥରକେ କୋଟିଏ ମହିଳାଙ୍କୁ ଆର୍ଥିକ ସ୍ୱାବଲମ୍ବି କରାଯିବ । ବ୍ରହ୍ମପୁର ଠାରେ କୋଟିଏ ମହିଳାଙ୍କୁ ସୁଭଦ୍ରାର ଦିତ୍ୱୀୟ କିସ୍ତି ଦିଆଯିବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ।

କହିରଖୁଛୁ କି, ସୁଭଦ୍ରା ଯୋଜନାରେ ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା ଖାତାକୁ ଆସିସାରିଛି ।  ଚତୁର୍ଥ ପର୍ଯ୍ୟାୟରେ ୧୮ ଲକ୍ଷରୁ ଉର୍ଦ୍ଧ୍ବ ମହିଳାଙ୍କୁ ୫ ହଜାର ଟଙ୍କା ଦେଇଛନ୍ତି ସରକାର । ବର୍ତ୍ତମାନ ସୁଦ୍ଧା ୯୮ ଲକ୍ଷ ମହିଳା ସୁଭଦ୍ରା ଟଙ୍କା ଦିଆଯାଇଛି ।

 

ଆହୁରି ପଢ଼ନ୍ତୁ : ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନେଇ ଚଳଚଞ୍ଚଳ ଉଦଳା, ସ୍ୱାଗତ ପାଇଁ ବାଥୁଡି ସମାଜ ଉତ୍ସାହିତ

The post ସୁଭଦ୍ରା ଯୋଜନା ନେଇ ବଡ଼ ଘୋଷଣା, ମାର୍ଚ୍ଚ ୮ରେ ମିଳିବ ଦ୍ବିତୀୟ କିସ୍ତି ଟଙ୍କା appeared first on KNews Odisha.