‘ସୁଭଦ୍ରା’ ଯୋଜନାକୁ ନେଇ ଆସିଲା ବଡ଼ ଅପ୍ଡେଟ୍: ବାଦ୍ ପଡ଼ିଲେ….
ଭୁବନେଶ୍ୱର,୨୩।୧୧: ‘ସୁଭଦ୍ରା’ ଯୋଜନାକୁ ନେଇ ଶନିବାର ବଡ଼ ଅପ୍ଡେଟ୍ ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ‘ସୁଭଦ୍ରା’ରୁ ବାଦ ୨.୬୭ ଲକ୍ଷ ହିତାଧିକାରୀଙ୍କ ଯାଞ୍ଚ ଶେଷ ହୋଇଥିବା ସେ ସୂଚନା ଦେଇଛନ୍ତି। ଯାଞ୍ଚ ପରେ ୨୨ ପ୍ରତିଶତ ଆବେଦନକାରୀଙ୍କୁ ଆସନ୍ତାକାଲି ଅର୍ଥାତ୍ ରବିବାର ଟଙ୍କା ମିଳିବ। ବାକି ଆବେଦନକାରୀ ଜମି ଯୋଗ୍ୟତା ପାଇଁ ବାଦ ପଡ଼ିଛନ୍ତି ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି। ଏହାସହ ନୋଡାଲ ଏଜେନ୍ସି ନିଯୁକ୍ତ ହେବ । କେହି ବି ଯୋଗ୍ୟ ହିତାଧିକାରୀ ବଞ୍ଚିତ ହେବେ ନାହିଁ […] The post ‘ସୁଭଦ୍ରା’ ଯୋଜନାକୁ ନେଇ ଆସିଲା ବଡ଼ ଅପ୍ଡେଟ୍: ବାଦ୍ ପଡ଼ିଲେ…. appeared first on Dharitri Odia News.
ଭୁବନେଶ୍ୱର,୨୩।୧୧: ‘ସୁଭଦ୍ରା’ ଯୋଜନାକୁ ନେଇ ଶନିବାର ବଡ଼ ଅପ୍ଡେଟ୍ ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ‘ସୁଭଦ୍ରା’ରୁ ବାଦ ୨.୬୭ ଲକ୍ଷ ହିତାଧିକାରୀଙ୍କ ଯାଞ୍ଚ ଶେଷ ହୋଇଥିବା ସେ ସୂଚନା ଦେଇଛନ୍ତି। ଯାଞ୍ଚ ପରେ ୨୨ ପ୍ରତିଶତ ଆବେଦନକାରୀଙ୍କୁ ଆସନ୍ତାକାଲି ଅର୍ଥାତ୍ ରବିବାର ଟଙ୍କା ମିଳିବ। ବାକି ଆବେଦନକାରୀ ଜମି ଯୋଗ୍ୟତା ପାଇଁ ବାଦ ପଡ଼ିଛନ୍ତି ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି। ଏହାସହ ନୋଡାଲ ଏଜେନ୍ସି ନିଯୁକ୍ତ ହେବ । କେହି ବି ଯୋଗ୍ୟ ହିତାଧିକାରୀ ବଞ୍ଚିତ ହେବେ ନାହିଁ ବୋଲି ସେ କହିଛନ୍ତି।
ଏହାଛଡ଼ା ଡିସେମ୍ବର ସୁଦ୍ଧା ୧ କୋଟି ମହିଳାଙ୍କୁ ସୁଭଦ୍ରା ଟଙ୍କା ମିଳିବ। ଏଯାବତ ୧ କୋଟି ୧୬ ଲ%ରେ ସୁଭଦ୍ରା ଆବେଦନ ପହଞ୍ଚିଲାଣି।
The post ‘ସୁଭଦ୍ରା’ ଯୋଜନାକୁ ନେଇ ଆସିଲା ବଡ଼ ଅପ୍ଡେଟ୍: ବାଦ୍ ପଡ଼ିଲେ…. appeared first on Dharitri Odia News.