ସୁଭଦ୍ରାକୁ ନେଇ ପ୍ରଭାତୀଙ୍କ ବଡ଼ ଘୋଷଣା

ଅଗଷ୍ଟ ୯ ପରେ ପୁଣି ଖୋଲିବ ସୁଭଦ୍ରା ପୋର୍ଟାଲ। ୨୧ ବର୍ଷ ହୋଇଥିବା ଯୁବତୀ ପୁଣି ଥରେ କରିପାରିବେ ଆବେଦନ। ସୁଭଦ୍ରା ଯୋଜନାକୁ ନେଇ ଆଜି କିଛି ଏଭଳି ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା।

ସୁଭଦ୍ରାକୁ ନେଇ ପ୍ରଭାତୀଙ୍କ ବଡ଼ ଘୋଷଣା
Array