ସୁଭଦ୍ରାରୁ ବାଦ ପଡ଼ିଲେ ୧ଲକ୍ଷ ୪୩ହଜାରରୁ ଉର୍ଦ୍ଧ୍ବ ମହିଳା

ଭୁବନେଶ୍ୱର: ସୁଭଦ୍ରା ଯୋଜନାକୁ ନେଇ ବଡ଼ ଖବର ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା । ସୁଭଦ୍ରା ଯୋଜନାରୁ ୧ଲକ୍ଷ ୪୩ହଜାର ୭୮୫ଜଣ ମହିଳା ବାଦ ପଡ଼ିଛନ୍ତି ବୋଲି ଆଜି ବିଧାନସଭାରେ ସୁଭଦ୍ରାର ପ୍ରଥମ ଓ ଦ୍ୱିତୀୟ କିସ୍ତି ନେଇ ପଚରାଯାଇଥିବା ଏକ ପ୍ରଶ୍ନର ଉତ୍ତରରେ ଏହି ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା । ଉପମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି ଯେ, ୧ କୋଟି ୬୫ ହଜାର ୮୭୭ ମହିଳା ପ୍ରଥମ କିସ୍ତି ସୁଭଦ୍ରା ଟଙ୍କା ପାଇଥିଲେ । […]

ସୁଭଦ୍ରାରୁ ବାଦ ପଡ଼ିଲେ ୧ଲକ୍ଷ ୪୩ହଜାରରୁ ଉର୍ଦ୍ଧ୍ବ ମହିଳା

ଭୁବନେଶ୍ୱର: ସୁଭଦ୍ରା ଯୋଜନାକୁ ନେଇ ବଡ଼ ଖବର ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା । ସୁଭଦ୍ରା ଯୋଜନାରୁ ୧ଲକ୍ଷ ୪୩ହଜାର ୭୮୫ଜଣ ମହିଳା ବାଦ ପଡ଼ିଛନ୍ତି ବୋଲି ଆଜି ବିଧାନସଭାରେ ସୁଭଦ୍ରାର ପ୍ରଥମ ଓ ଦ୍ୱିତୀୟ କିସ୍ତି ନେଇ ପଚରାଯାଇଥିବା ଏକ ପ୍ରଶ୍ନର ଉତ୍ତରରେ ଏହି ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା ।