ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ୧୬ ମାଓବାଦୀ ନିହତ

ମାଲକାନଗିରି,୨୯ା୩: ସୀମାନ୍ତରେ ସୁରକ୍ଷାକର୍ମୀଙ୍କୁ ମିଳିଛି ବଡ଼ ସଫଳତା। ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୧୬ ମାଓବାଦୀ ନିହତ ହୋଇଛନ୍ତି।-ସୁକ୍‌ମା ଜିଲା ଅପମ୍ପଲି ଜଙ୍ଗଲରେ ସୁରକ୍ଷାକର୍ମୀ-ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇ ୧୬ ମାଓବାଦୀଙ୍କ ଜୀବନ ଯାଇଥିବା ବେଳେ ୨ ଯବାନ ମଧ୍ୟ ସାମାନ୍ୟ ଆହତ ହୋଇଥିବା ସୂଚନାରୁ ଜଣାପଡ଼ିଛି। ଏବେ ବି ଗୁଳି ବିନିମୟ ଜାରି ରହିଥିବା ପ୍ରକାଶ। The post ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ୧୬ ମାଓବାଦୀ ନିହତ appeared first on Dharitri Odia News.

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ୧୬ ମାଓବାଦୀ ନିହତ

ମାଲକାନଗିରି,୨୯ା୩: ସୀମାନ୍ତରେ ସୁରକ୍ଷାକର୍ମୀଙ୍କୁ ମିଳିଛି ବଡ଼ ସଫଳତା। ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୧୬ ମାଓବାଦୀ ନିହତ ହୋଇଛନ୍ତି।-ସୁକ୍‌ମା ଜିଲା ଅପମ୍ପଲି ଜଙ୍ଗଲରେ ସୁରକ୍ଷାକର୍ମୀ-ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇ ୧୬ ମାଓବାଦୀଙ୍କ ଜୀବନ ଯାଇଥିବା ବେଳେ ୨ ଯବାନ ମଧ୍ୟ ସାମାନ୍ୟ ଆହତ ହୋଇଥିବା ସୂଚନାରୁ ଜଣାପଡ଼ିଛି। ଏବେ ବି ଗୁଳି ବିନିମୟ ଜାରି ରହିଥିବା ପ୍ରକାଶ।

The post ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ୧୬ ମାଓବାଦୀ ନିହତ appeared first on Dharitri Odia News.