ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା, ଆତଙ୍କବାଦୀଙ୍କ ୨ ସହଯୋଗୀ ଗିରଫ
ଶ୍ରୀନଗର,୧୯।୫: ଜମ୍ମୁ କଶ୍ମୀର ଶୋପିଆନର ଡିକେ ପୋରା ଅଞ୍ଚଳରେ ଭାରତୀୟ ସେନାର 34RR SOG ଶୋପିଆନ, CRPF 178 ବାଟାଲିୟନ ଦ୍ୱାରା ଏକ ମିଳିତ ଅପରେଶନରେ ଦୁଇ ଆତଙ୍କବାଦୀ ସହଯୋଗୀଙ୍କୁ ଗିରଫ କରାଯାଇଛି। ଗିରଫ ଆତଙ୍କବାଦୀଙ୍କଠାରୁ ଦୁଇଟି ପିସ୍ତଲ, ଚାରୋଟି ଗ୍ରେନେଡ, ୪୩ଟି ଜୀବନ୍ତ ଗୁଳି ଏବଂ ଅନ୍ୟାନ୍ୟ ଅପରାଧମୂଳକ ସାମଗ୍ରୀ ମଧ୍ୟ ଜବତ କରାଯାଇଛି। ଶୋପିଆନ ପୋଲିସ କହିଛି ଯେ ଅଭିଯୁକ୍ତଙ୍କ ବିରୋଧରେ ଏକ ଏଫଆଇଆର ରୁଜୁ କରାଯାଇଛି ଏବଂ ବର୍ତ୍ତମାନ ଅଧିକ ତଦନ୍ତ ଚାଲିଛି। The post ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା, ଆତଙ୍କବାଦୀଙ୍କ ୨ ସହଯୋଗୀ ଗିରଫ appeared first on Dharitri Odia News.
ଶ୍ରୀନଗର,୧୯।୫: ଜମ୍ମୁ କଶ୍ମୀର ଶୋପିଆନର ଡିକେ ପୋରା ଅଞ୍ଚଳରେ ଭାରତୀୟ ସେନାର 34RR SOG ଶୋପିଆନ, CRPF 178 ବାଟାଲିୟନ ଦ୍ୱାରା ଏକ ମିଳିତ ଅପରେଶନରେ ଦୁଇ ଆତଙ୍କବାଦୀ ସହଯୋଗୀଙ୍କୁ ଗିରଫ କରାଯାଇଛି।
ଗିରଫ ଆତଙ୍କବାଦୀଙ୍କଠାରୁ ଦୁଇଟି ପିସ୍ତଲ, ଚାରୋଟି ଗ୍ରେନେଡ, ୪୩ଟି ଜୀବନ୍ତ ଗୁଳି ଏବଂ ଅନ୍ୟାନ୍ୟ ଅପରାଧମୂଳକ ସାମଗ୍ରୀ ମଧ୍ୟ ଜବତ କରାଯାଇଛି। ଶୋପିଆନ ପୋଲିସ କହିଛି ଯେ ଅଭିଯୁକ୍ତଙ୍କ ବିରୋଧରେ ଏକ ଏଫଆଇଆର ରୁଜୁ କରାଯାଇଛି ଏବଂ ବର୍ତ୍ତମାନ ଅଧିକ ତଦନ୍ତ ଚାଲିଛି।
The post ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା, ଆତଙ୍କବାଦୀଙ୍କ ୨ ସହଯୋଗୀ ଗିରଫ appeared first on Dharitri Odia News.