ସୁରଟରେ ଭୁଶୁଡ଼ିଲା ୫ ମହଲା କୋଠା: ତଳେ ବହୁ ଲୋକ ଚାପି ହୋଇଥିବା ଆଶଙ୍କା, ଉଦ୍ଧାର କାର୍ଯ୍ୟ ଜାରି

ଗାନ୍ଧୀନଗର,୬ା୭: ଗୁଜରାଟର ସୁରଟରେ ଶନିବାର ଏକ ୫ ମହଲା କୋଠା ଭୁଶୁଡ଼ି ପଡ଼ିଛି। ଫଳରେ ଅନେକ ଲୋକ ଏହା ତଳେ ଫସି ରହିଥିବା ଅନୁମାନ କରାଯାଉଛି। ସୂଚନା ଦେଇ ସ୍ଥାନୀୟ ଅଧିକାରୀ କହିଛନ୍ତି , ଏହି ଘଟଣା ସୁରଟର ଜିଆଇଡିସି ଅଞ୍ଚଳରେ ଘଟିଛି। ସୂଚନା ପାଇବା ପରେ ପୋଲିସ ଏବଂ ଅଗ୍ନିଶମ ବିଭାଗର ଟିମ୍‌ ଘଟଣାସ୍ଥଳରେ ପହଞ୍ଚିଛନ୍ତି। ସମସ୍ତ ଦଳ ଦ୍ୱାରା ଉଦ୍ଧାର କାର୍ଯ୍ୟ ଜାରି ରହିଛି। ବର୍ତ୍ତମାନ ସୁଦ୍ଧା ମୃତାହତଙ୍କ ସମ୍ପର୍କରେ କୌଣସି ସୂଚନା ମିଳିନାହିଁ। The post ସୁରଟରେ ଭୁଶୁଡ଼ିଲା ୫ ମହଲା କୋଠା: ତଳେ ବହୁ ଲୋକ ଚାପି ହୋଇଥିବା ଆଶଙ୍କା, ଉଦ୍ଧାର କାର୍ଯ୍ୟ ଜାରି appeared first on Dharitri Odia News.

ସୁରଟରେ  ଭୁଶୁଡ଼ିଲା ୫ ମହଲା କୋଠା: ତଳେ ବହୁ ଲୋକ ଚାପି ହୋଇଥିବା ଆଶଙ୍କା, ଉଦ୍ଧାର କାର୍ଯ୍ୟ ଜାରି

ଗାନ୍ଧୀନଗର,୬ା୭: ଗୁଜରାଟର ସୁରଟରେ ଶନିବାର ଏକ ୫ ମହଲା କୋଠା ଭୁଶୁଡ଼ି ପଡ଼ିଛି। ଫଳରେ ଅନେକ ଲୋକ ଏହା ତଳେ ଫସି ରହିଥିବା ଅନୁମାନ କରାଯାଉଛି।
ସୂଚନା ଦେଇ ସ୍ଥାନୀୟ ଅଧିକାରୀ କହିଛନ୍ତି , ଏହି ଘଟଣା ସୁରଟର ଜିଆଇଡିସି ଅଞ୍ଚଳରେ ଘଟିଛି। ସୂଚନା ପାଇବା ପରେ ପୋଲିସ ଏବଂ ଅଗ୍ନିଶମ ବିଭାଗର ଟିମ୍‌ ଘଟଣାସ୍ଥଳରେ ପହଞ୍ଚିଛନ୍ତି। ସମସ୍ତ ଦଳ ଦ୍ୱାରା ଉଦ୍ଧାର କାର୍ଯ୍ୟ ଜାରି ରହିଛି। ବର୍ତ୍ତମାନ ସୁଦ୍ଧା ମୃତାହତଙ୍କ ସମ୍ପର୍କରେ କୌଣସି ସୂଚନା ମିଳିନାହିଁ।

The post ସୁରଟରେ ଭୁଶୁଡ଼ିଲା ୫ ମହଲା କୋଠା: ତଳେ ବହୁ ଲୋକ ଚାପି ହୋଇଥିବା ଆଶଙ୍କା, ଉଦ୍ଧାର କାର୍ଯ୍ୟ ଜାରି appeared first on Dharitri Odia News.