ସୁରେଶ ପୂଜାରୀଙ୍କୁ ମିଳିଲା ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ
ଏହି ଗୁରୁତ୍ୱପୂର୍ଣ୍ଣ ବିଭାଗ ମିଳିବା ପରେ କ’ଣ କହୁଛନ୍ତି ସୁରେଶ ପୂଜାରୀ ଶୁଣନ୍ତୁ...
ମୋହନ ଚରଣ ମାଝୀଙ୍କ ନେତୃତ୍ୱରେ ରାଜ୍ୟରେ ପ୍ରଥମ ବିଜେପି ସରକାର ଗଠନ ହେବାର ୩ ଦିନ ପରେ ମନ୍ତ୍ରୀମାନଙ୍କ ମଧ୍ୟରେ ବିଭାଗ ବଣ୍ଟନ କରାଯାଇଛି। କ୍ୟାବିନେଟ୍ ମନ୍ତ୍ରୀ ସୁରେଶ ପୂଜାରୀଙ୍କୁ ରାଜସ୍ୱ ଓ ବିପର୍ଯ୍ୟୟ ବିଭାଗ ଦାୟିତ୍ୱ ମିଳିଛି । ଶୁଣନ୍ତୁ କଣ କହୁଛନ୍ତି ରାଜସ୍ୱ ଓ ବିପର୍ଯ୍ୟୟ ମନ୍ତ୍ରୀ...