ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ୧୨ ପର୍ଯ୍ୟନ୍ତ ଏହି ସବୁ ସ୍ଥାନରେ ପ୍ରବଳ ବର୍ଷିବ

ଭୁବନେଶ୍ୱର,୮।୧୧: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏ ନେଇ ଭାରତୀୟ ପାଣିପାଗ ବିଜ୍ଞାନ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଦକ୍ଷିଣପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଲଘୁଚାପରେ ପରିଣତ ହେବା ପରେ ପଶ୍ଚିମ ଦିଗକୁ ଗତି କରିବ ବୋଲି ସୂଚନା ମିଳିଛି। ପରବର୍ତ୍ତୀ ଦୁଇଦିନ ପର୍ଯ୍ୟନ୍ତ ତାମିଲନାଡୁ, ଶ୍ରୀଲଙ୍କା ଆଡ଼େ ମୁହାଁଇବ। ଏହାର ପ୍ରଭାବରେ ୧୨ ପର୍ଯ୍ୟନ୍ତ ଦକ୍ଷିଣ ଭାରତରେ ପ୍ରବଳ ବର୍ଷା ହେବା ନେଇ ଆଶଙ୍କା ରହିଛି। […] The post ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ୧୨ ପର୍ଯ୍ୟନ୍ତ ଏହି ସବୁ ସ୍ଥାନରେ ପ୍ରବଳ ବର୍ଷିବ appeared first on Dharitri Odia News.

ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ୧୨ ପର୍ଯ୍ୟନ୍ତ ଏହି ସବୁ ସ୍ଥାନରେ ପ୍ରବଳ ବର୍ଷିବ

ଭୁବନେଶ୍ୱର,୮।୧୧: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏ ନେଇ ଭାରତୀୟ ପାଣିପାଗ ବିଜ୍ଞାନ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଦକ୍ଷିଣପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଲଘୁଚାପରେ ପରିଣତ ହେବା ପରେ ପଶ୍ଚିମ ଦିଗକୁ ଗତି କରିବ ବୋଲି ସୂଚନା ମିଳିଛି। ପରବର୍ତ୍ତୀ ଦୁଇଦିନ ପର୍ଯ୍ୟନ୍ତ ତାମିଲନାଡୁ, ଶ୍ରୀଲଙ୍କା ଆଡ଼େ ମୁହାଁଇବ। ଏହାର ପ୍ରଭାବରେ ୧୨ ପର୍ଯ୍ୟନ୍ତ ଦକ୍ଷିଣ ଭାରତରେ ପ୍ରବଳ ବର୍ଷା ହେବା ନେଇ ଆଶଙ୍କା ରହିଛି। ତାମିଲନାଡୁ, କେରଳ, ପୁଡୁଚେରୀରେ ପ୍ରବଳ ବର୍ଷା ହୋଇପାରେ ବୋଲି ଆକଳନ କରାଯାଇଛି।

The post ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ୧୨ ପର୍ଯ୍ୟନ୍ତ ଏହି ସବୁ ସ୍ଥାନରେ ପ୍ରବଳ ବର୍ଷିବ appeared first on Dharitri Odia News.