ସେମିଫାଇନାଲରେ ପ୍ରଥମେ ବ୍ୟାଟିଂ କରିବାକୁ ମଇଦାନକୁ ଓହ୍ଲାଇଲା ଭାରତ
ଜର୍ଜଟାଉନ,୨୬ା୬: ସ୍ଥାନୀୟ ପ୍ରୋଭିଡେନ୍ସ ଷ୍ଟାଡିୟମ, ଗୁଏନାରେ ଗୁରୁବାର ଖେଳାଯାଉଥିବା ଟି୨୦ କ୍ରିକେଟ ବିଶ୍ୱକପ ସେମିଫାଇନାଲ ମ୍ୟାଚ୍ରେ ଇଂଲଣ୍ଡ ଟସ୍ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ଫଳରେ ଆମନ୍ତ୍ରଣ ପାଇ ଭାରତ ବ୍ୟାଟିଂ କରିବାକୁ ମଇଦାନକୁ ଓହ୍ଲାଇବ। ଅନ୍ୟପକ୍ଷେ ଭାରତ ସେମିଫାଇନାଲରେ ଇଂଲଣ୍ଡକୁ ହରାଇ ୨୦୨୨ ଟି୨୦ ବିଶ୍ୱକପର ପ୍ରତିଶୋଧ ନେବାକୁ ଚେଷ୍ଟା କରିବ ଭାରତ। ୨୦୨୨ରେ ଅନୁଷ୍ଠିତ ଗତ ବିଶ୍ୱକପ ସେମିଫାଇନାଲରେ ଭାରତକୁ ହରାଇ ଇଂଲଣ୍ଡ ଫାଇନାଲରେ ପ୍ରବେଶ କରିଥିଲା ଏବଂ ଚାମ୍ପିୟନ ହୋଇଥିଲା। ତେଣୁ […] The post ସେମିଫାଇନାଲରେ ପ୍ରଥମେ ବ୍ୟାଟିଂ କରିବାକୁ ମଇଦାନକୁ ଓହ୍ଲାଇଲା ଭାରତ appeared first on Dharitri Odia News.
ଜର୍ଜଟାଉନ,୨୬ା୬: ସ୍ଥାନୀୟ ପ୍ରୋଭିଡେନ୍ସ ଷ୍ଟାଡିୟମ, ଗୁଏନାରେ ଗୁରୁବାର ଖେଳାଯାଉଥିବା ଟି୨୦ କ୍ରିକେଟ ବିଶ୍ୱକପ ସେମିଫାଇନାଲ ମ୍ୟାଚ୍ରେ ଇଂଲଣ୍ଡ ଟସ୍ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ଫଳରେ ଆମନ୍ତ୍ରଣ ପାଇ ଭାରତ ବ୍ୟାଟିଂ କରିବାକୁ ମଇଦାନକୁ ଓହ୍ଲାଇବ।
ଅନ୍ୟପକ୍ଷେ ଭାରତ ସେମିଫାଇନାଲରେ ଇଂଲଣ୍ଡକୁ ହରାଇ ୨୦୨୨ ଟି୨୦ ବିଶ୍ୱକପର ପ୍ରତିଶୋଧ ନେବାକୁ ଚେଷ୍ଟା କରିବ ଭାରତ। ୨୦୨୨ରେ ଅନୁଷ୍ଠିତ ଗତ ବିଶ୍ୱକପ ସେମିଫାଇନାଲରେ ଭାରତକୁ ହରାଇ ଇଂଲଣ୍ଡ ଫାଇନାଲରେ ପ୍ରବେଶ କରିଥିଲା ଏବଂ ଚାମ୍ପିୟନ ହୋଇଥିଲା। ତେଣୁ ଏବେ ସମାନ ପ୍ରତିଦ୍ୱନ୍ଦ୍ୱୀ ଥିବାରୁ ଏହାର ଚ୍ୟାଲେଞ୍ଜକୁ ପ୍ରତିହତ କରି ପୂର୍ବ ପରାଜୟର ମଧୁର ପ୍ରତିଶୋଧ ନେବାକୁ ଭାରତ ଚେଷ୍ଟା କରିବ।
The post ସେମିଫାଇନାଲରେ ପ୍ରଥମେ ବ୍ୟାଟିଂ କରିବାକୁ ମଇଦାନକୁ ଓହ୍ଲାଇଲା ଭାରତ appeared first on Dharitri Odia News.