ସୋମବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଖସାପଡ଼ା ନୀତି, ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

ପୁରୀ ୩୧।୦୩ : ସୋମବାର ଚୈତ୍ର କୃଷ୍ଣ ସପ୍ତମୀ ତିଥି। ଏହି ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଖସାପଡା ନୀତି ଅନୁଷ୍ଠିତ ହେବ।ଏଥିପାଇଁ ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ ।ଖବର ଅନୁଯାୟୀ, ସୋମବାର ଦିନ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଶ୍ରୀମନ୍ଦିରରେ ହେବ ମହାପ୍ରଭୁଙ୍କ ଖସାପଡା ନୀତି । ସନ୍ଧ୍ୟା ୬ ଟା ରୁ ରାତି ୧୦ ଟା ଯାଏଁ ଚାଲିବ ଏହି ନୀତି । ତେଣୁ ସେଥିଲାଗି ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଦିଆଯାଇଛି ସୂଚନା।

ସୋମବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଖସାପଡ଼ା ନୀତି, ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

ପୁରୀ ୩୧।୦୩ : ସୋମବାର ଚୈତ୍ର କୃଷ୍ଣ ସପ୍ତମୀ ତିଥି। ଏହି ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଖସାପଡା ନୀତି ଅନୁଷ୍ଠିତ ହେବ।ଏଥିପାଇଁ ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ ।

ଖବର ଅନୁଯାୟୀ, ସୋମବାର ଦିନ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଶ୍ରୀମନ୍ଦିରରେ ହେବ ମହାପ୍ରଭୁଙ୍କ ଖସାପଡା ନୀତି । ସନ୍ଧ୍ୟା ୬ ଟା ରୁ ରାତି ୧୦ ଟା ଯାଏଁ ଚାଲିବ ଏହି ନୀତି । ତେଣୁ ସେଥିଲାଗି ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଦିଆଯାଇଛି ସୂଚନା।