'ସୋଆ' ଛାତ୍ରଛାତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା; କହିଲେ ଗୋଠପଟଣା ଡ୍ରଗ୍ସ ଟେଷ୍ଟିଂ ଲାବ୍ ସାହାଯ୍ୟ କରିବ
ଭୁବନେଶ୍ବର: ସ୍ବାସ୍ଥ୍ୟସେବା କ୍ଷେତ୍ରରେ କେନ୍ଦ୍ର ସରକାକରଙ୍କ ଭେଟି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଧନତେରସାରେ ୧୨, ୮୫୦ କୋଟି ଟଙ୍କା ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କରିଛନ୍ତି । ଏଥିରେ ଓଡ଼ିଶାର ତିନୋଟି ପ୍ରକଳ୍ପ ରହିଛି । ଭୁବନେଶ୍ବର ଉପକଣ୍ଠ ଗୋଠପାଟଣା ଠାରେ ଡ୍ରଗ୍ସ ଟେଷ୍ଟିଂ ଲବ୍ରୋଟେରୀ ସେଣ୍ଟରର ଶିଳାନ୍ୟାସ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ତେବେ ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ସ୍ୱାସ୍ଥ୍ୟ ମନ୍ତ୍ରୀ ଡାଃ ମୁକେଶ ମହାଲିଙ୍ଗ ଯୋଗ ଦେଇଥିଲେ । ଏଥିରେ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନ୍ସେସ୍ ଆଣ୍ଡ୍ ସମ୍ ହସ୍ପିଟାଲର ଫର୍ମାସୀ ବିଭାଗର କର୍ମଚାରୀ ଏବଂ ଛାତ୍ରଛାତ୍ରୀ ସାମିଲ୍ ହୋଇଥିଲେ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସେମାନଙ୍କ ସହିତ କିଛି ସମୟ ବିତାଇଥିଲେ । ସ୍ୱାସ୍ଥ୍ୟସେବା ସମ୍ପର୍କିତ ଆଲୋଚନା କରିବା ସହିତ ଫାର୍ମାସୀ ଟେଷ୍ଟିଂ ବିଷୟରେ ପଚାରି ବୁଝିଥିଲେ । ଏହାଛଡ଼ା ଗୋଠପାଟଣା ଡ୍ରଗ୍ସ ଟେଷ୍ଟିଂ ଲାବୋରେଟାରୀ ସେଣ୍ଟର ସେମାନଙ୍କୁ ଅନେକ ସାହାଯ୍ୟ କରିବ ବୋଲି ମୋହନ ମାଝୀ କହିଥିଲେ । ସମ୍ ଫାର୍ମାସୀ କର୍ମଚାରୀ ଏବଂ ଛାତ୍ରଛାତ୍ରୀମାନେ ମୁଖ୍ୟମନ୍ତ୍ରୀଙ୍କ ସହିତ ସମୟ ବିତାଇ ଉତ୍ସାହିତ ହୋଇଛନ୍ତି ।
ଭୁବନେଶ୍ବର: ସ୍ବାସ୍ଥ୍ୟସେବା କ୍ଷେତ୍ରରେ କେନ୍ଦ୍ର ସରକାକରଙ୍କ ଭେଟି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଧନତେରସାରେ ୧୨, ୮୫୦ କୋଟି ଟଙ୍କା ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କରିଛନ୍ତି । ଏଥିରେ ଓଡ଼ିଶାର ତିନୋଟି ପ୍ରକଳ୍ପ ରହିଛି । ଭୁବନେଶ୍ବର ଉପକଣ୍ଠ ଗୋଠପାଟଣା ଠାରେ ଡ୍ରଗ୍ସ ଟେଷ୍ଟିଂ ଲବ୍ରୋଟେରୀ ସେଣ୍ଟରର ଶିଳାନ୍ୟାସ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ତେବେ ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ସ୍ୱାସ୍ଥ୍ୟ ମନ୍ତ୍ରୀ ଡାଃ ମୁକେଶ ମହାଲିଙ୍ଗ ଯୋଗ ଦେଇଥିଲେ । ଏଥିରେ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନ୍ସେସ୍ ଆଣ୍ଡ୍ ସମ୍ ହସ୍ପିଟାଲର ଫର୍ମାସୀ ବିଭାଗର କର୍ମଚାରୀ ଏବଂ ଛାତ୍ରଛାତ୍ରୀ ସାମିଲ୍ ହୋଇଥିଲେ ।
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସେମାନଙ୍କ ସହିତ କିଛି ସମୟ ବିତାଇଥିଲେ । ସ୍ୱାସ୍ଥ୍ୟସେବା ସମ୍ପର୍କିତ ଆଲୋଚନା କରିବା ସହିତ ଫାର୍ମାସୀ ଟେଷ୍ଟିଂ ବିଷୟରେ ପଚାରି ବୁଝିଥିଲେ । ଏହାଛଡ଼ା ଗୋଠପାଟଣା ଡ୍ରଗ୍ସ ଟେଷ୍ଟିଂ ଲାବୋରେଟାରୀ ସେଣ୍ଟର ସେମାନଙ୍କୁ ଅନେକ ସାହାଯ୍ୟ କରିବ ବୋଲି ମୋହନ ମାଝୀ କହିଥିଲେ । ସମ୍ ଫାର୍ମାସୀ କର୍ମଚାରୀ ଏବଂ ଛାତ୍ରଛାତ୍ରୀମାନେ ମୁଖ୍ୟମନ୍ତ୍ରୀଙ୍କ ସହିତ ସମୟ ବିତାଇ ଉତ୍ସାହିତ ହୋଇଛନ୍ତି ।